Jeremiah 21:11 — Compare Translations

5 translations compared side by side

Odia - 1840
"ଆଉ ଯିହୁଦାର ରାଜବଂଶ ବିଷଯ ରେ ତୁମ୍ଭମାନେେ ସଦାପ୍ରଭୁଙ୍କ ବାକ୍ଯ ଶୁଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯିହୁଦାର ରାଜବଂଶ ବିଷୟରେ ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ଯିହୁଦାର ରାଜବଂଶ ବିଷୟରେ ‘ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯିହୁଦାର ରାଜବଂଶ ବିଷୟରେ ତୁମ୍ଭେମାନେ ‘ସଦାପ୍ରଭୁଙ୍କର ବାକ୍ୟ ଶୁଣ;
Odia IRV 2017 (ଓଡିଆ ବାଇବେଲ)
ଆଉ, ଯିହୁଦାର ରାଜବଂଶ ବିଷୟରେ ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;