Jeremiah 21:12 — Compare Translations
5 translations compared side by side
Odia - 1840
"ହେ ଦାଉଦବଂଶ, ସଦାପ୍ରଭୁ ଏହିକଥା କହନ୍ତି, 'ତୁମ୍ଭମାନେେ ପ୍ରଭାତ ରେ ସୁବିବଚେନା କର। ଅପରାଧୀଙ୍କ ହସ୍ତରୁ ଲୁଣ୍ଠିତ ଲୋକମାନଙ୍କୁ ଉଦ୍ଧାର କର। ତାହା ନ ହେଲେ ତୁମ୍ଭମାନେେ ତୁମ୍ଭମାନଙ୍କର ଦୁଷ୍ଟାଚରଣ ଯୋଗୁଁ ଆମ୍ଭ ପ୍ରଚଣ୍ଡ କୋର୍ଧାଗ୍ନି ରେ ଭସ୍ମୀଭୂତ ହବେ ଓ କହେି ତାହାକୁ ନିର୍ବାଣ କରିପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଦାଉଦ-ବଂଶ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ପ୍ରଭାତରେ ବିଚାର ନିଷ୍ପତ୍ତି କର ଓ ଲୁଟିତ ଲୋକକୁ ଉପଦ୍ରବୀର ହସ୍ତରୁ ଉଦ୍ଧାର କର, ନୋହିଲେ ତୁମ୍ଭମାନଙ୍କ ଦୁଷ୍ଟାଚରଣ ହେତୁରୁ ଆମ୍ଭର ପ୍ରଚଣ୍ତ କ୍ରୋଧ ଅଗ୍ନି ତୁଲ୍ୟ ବାହାରି ଦଗ୍ଧ କରିବ ଓ କେହି ତାହା ନିର୍ବାଣ କରି ପାରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଦାଉଦବଂଶ, ସଦାପ୍ରଭୁ ଏହିକଥା କହନ୍ତି, “‘ତୁମ୍ଭେମାନେ ପ୍ରଭାତରେ ସୁବିବେଚନା କର। ଅପରାଧୀଙ୍କ ହସ୍ତରୁ ଲୁଣ୍ଠିତ ଲୋକମାନଙ୍କୁ ଉଦ୍ଧାର କର। ତାହା ନ ହେଲେ ତୁମ୍ଭେମାନେ ତୁମ୍ଭମାନଙ୍କର ଦୁଷ୍ଟାଚରଣ ଯୋଗୁଁ ଆମ୍ଭ ପ୍ରଚଣ୍ଡ କ୍ରୋଧାଗ୍ନିରେ ଭସ୍ମୀଭୂତ ହେବ ଓ କେହି ତାହାକୁ ନିର୍ବାଣ କରି ପାରିବେ ନାହିଁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଦାଉଦ ବଂଶ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ପ୍ରଭାତରେ ବିଚାର ନିଷ୍ପତ୍ତି କର ଓ ଲୁଟିତ ଲୋକକୁ ଉପଦ୍ରବୀର ହସ୍ତରୁ ଉଦ୍ଧାର କର, ନୋହିଲେ ତୁମ୍ଭମାନଙ୍କ ଦୁଷ୍ଟାଚରଣ ହେତୁରୁ ଆମ୍ଭର ପ୍ରଚଣ୍ଡ କ୍ରୋଧ ଅଗ୍ନି ତୁଲ୍ୟ ବାହାରି ଦଗ୍ଧ କରିବ ଓ କେହି ତାହା ଲିଭାଇ ପାରିବ ନାହିଁ।’
Odia IRV 2017 (ଓଡିଆ ବାଇବେଲ)
ହେ ଦାଉଦ ବଂଶ, ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପ୍ରଭାତରେ ବିଚାର ନିଷ୍ପତ୍ତି କର ଓ ଲୁଟିତ ଲୋକକୁ ଉପଦ୍ରବୀର ହସ୍ତରୁ ଉଦ୍ଧାର କର, ନୋହିଲେ ତୁମ୍ଭମାନଙ୍କ ଦୁଷ୍ଟାଚରଣ ହେତୁରୁ ଆମ୍ଭର ପ୍ରଚଣ୍ଡ କ୍ରୋଧ ଅଗ୍ନି ତୁଲ୍ୟ ବାହାରି ଦଗ୍ଧ କରିବ ଓ କେହି ତାହା ଲିଭାଇ ପାରିବ ନାହିଁ।”