Jeremiah 21:13 — Compare Translations

5 translations compared side by side

Odia - 1840
" ହେ ଉପତ୍ୟକା ଓ କ୍ଷେତ୍ରସ୍ଥ ଶୈଳ ନିବାସୀନି ୟିରୁଶାଲମ, ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ। ତୁମ୍ଭମାନେେ କହୁଅଛ 'ଆମ୍ଭମାନଙ୍କ ବିପକ୍ଷ ରେ କହେି ଆକ୍ରମଣ କରିବେ ନାହିଁ କି ଆମ୍ଭର ସୁଦୃଢ଼ ନଗରୀକୁ କହେି ପରାସ୍ତ କରିପାରିବେ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଉପତ୍ୟକା ଓ କ୍ଷେତ୍ରସ୍ଥ ଶୈଳନିବାସିନୀ, ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ; ତୁମ୍ଭେମାନେ କହୁଅଛ, ଆମ୍ଭମାନଙ୍କ ବିରୁଦ୍ଧରେ କିଏ ଆସିବ? ଅବା କିଏ ଆମ୍ଭମାନଙ୍କ ନିବାସ-ସ୍ଥାନରେ ପ୍ରବେଶ କରିବ?
Odia Bible ERV 2004 (ପବିତ୍ର ବାଇବଲ)
“ହେ ଉପତ୍ୟକା ଓ କ୍ଷେତ୍ରସ୍ଥ ଶୈଳ ନିବାସୀନି ଯିରୁଶାଲମ,” ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ। ତୁମ୍ଭେମାନେ କହୁଅଛ ‘ଆମ୍ଭମାନଙ୍କ ବିପକ୍ଷରେ କେହି ଆକ୍ରମଣ କରିବେ ନାହିଁ କି ଆମ୍ଭର ସୁଦୃଢ଼ ନଗରୀକୁ କେହି ପରାସ୍ତ କରି ପାରିବେ ନାହିଁ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଉପତ୍ୟକା ଓ କ୍ଷେତ୍ରସ୍ଥ ଶୈଳନିବାସିନୀ, ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ; ତୁମ୍ଭେମାନେ କହୁଅଛ, ‘ଆମ୍ଭମାନଙ୍କ ବିରୁଦ୍ଧରେ କିଏ ଆସିବ? ଅବା କିଏ ଆମ୍ଭମାନଙ୍କ ନିବାସ ସ୍ଥାନରେ ପ୍ରବେଶ କରିବ?’
Odia IRV 2017 (ଓଡିଆ ବାଇବେଲ)
ହେ ଉପତ୍ୟକା ଓ କ୍ଷେତ୍ରସ୍ଥ ଶୈଳନିବାସିନୀ, ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ; ତୁମ୍ଭେମାନେ କହୁଅଛ, ଆମ୍ଭମାନଙ୍କ ବିରୁଦ୍ଧରେ କିଏ ଆସିବ? ଅବା କିଏ ଆମ୍ଭମାନଙ୍କ ନିବାସ ସ୍ଥାନରେ ପ୍ରବେଶ କରିବ?”