Jeremiah 21:4 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି, 'ତୁମ୍ଭମାନେେ ଆପଣା ହସ୍ତସ୍ଥିତ ଯେଉଁସବୁ ୟୁଦ୍ଧାସ୍ତ୍ର ଦ୍ବାରା ବାବିଲର ରାଜା ଓ ତୁମ୍ଭ ଅବରୋଧକାରୀ କଲଦୀଯମାନଙ୍କ ସହିତ ପ୍ରାଚୀର ବାହା ରେ ୟୁଦ୍ଧ କରୁଅଛ, ସେ ସବୁ ଅସ୍ତ୍ରକୁ ଆମ୍ଭେ ନିଷ୍ଫଳ କରାଇବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଦେଖ, ତୁମ୍ଭେମାନେ ଆପଣା ହସ୍ତସ୍ଥିତ ଯେଉଁସକଳ ଯୁଦ୍ଧାସ୍ତ୍ର ଦ୍ଵାରା ବାବିଲର ରାଜା ଓ ତୁମ୍ଭମାନଙ୍କର ଅବରୋଧକାରୀ କଲ୍ଦୀୟମାନଙ୍କ ସହିତ ପ୍ରାଚୀରର ବାହାରେ ଯୁଦ୍ଧ କରୁଅଛ, ଆମ୍ଭେ ସେହିସବୁକୁ ଫେରାଇ ଦେବା ଓ ଆମ୍ଭେ ଏହି ନଗର ମଧ୍ୟରେ ସେସବୁକୁ ସଂଗ୍ରହ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
‘ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ତୁମ୍ଭେମାନେ ଆପଣା ହସ୍ତସ୍ଥିତ ଯେଉଁସବୁ ଯୁଦ୍ଧାସ୍ତ୍ର ଦ୍ୱାରା ବାବିଲର ରାଜା ଓ ତୁମ୍ଭ ଅବରୋଧକାରୀ କ‌‌ଲ୍‌‌ଦୀୟମାନଙ୍କ ସହିତ ପ୍ରାଚୀର ବାହାରେ ଯୁଦ୍ଧ କରୁଅଛ, ସେ ସବୁ ଅସ୍ତ୍ରକୁ ଆମ୍ଭେ ନିଷ୍ଫଳ କରାଇବା। “‘ଖୁବ୍ ଶୀଘ୍ର ପ୍ରାଚୀର ବାହାରେ ଥିବା ଶତ୍ରୁଗଣଙ୍କୁ ଯିରୁଶାଲମ ମଧ୍ୟରେ ପ୍ରବେଶ କରାଇବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
‘ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ତୁମ୍ଭେମାନେ ଆପଣା ହସ୍ତସ୍ଥିତ ଯେଉଁ ସକଳ ଯୁଦ୍ଧାସ୍ତ୍ର ଦ୍ୱାରା ବାବିଲର ରାଜା ଓ ତୁମ୍ଭମାନଙ୍କର ଅବରୋଧକାରୀ କଲ୍‍ଦୀୟମାନଙ୍କ ସହିତ ପ୍ରାଚୀରର ବାହାରେ ଯୁଦ୍ଧ କରୁଅଛ, ଆମ୍ଭେ ସେହି ସବୁକୁ ଫେରାଇ ଦେବା ଓ ଆମ୍ଭେ ଏହି ନଗର ମଧ୍ୟରେ ସେସବୁକୁ ସଂଗ୍ରହ କରିବା।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଦେଖ, ତୁମ୍ଭେମାନେ ଆପଣା ହସ୍ତସ୍ଥିତ ଯେଉଁସକଳ ଯୁଦ୍ଧାସ୍ତ୍ର ଦ୍ୱାରା ବାବିଲର ରାଜା ଓ ତୁମ୍ଭମାନଙ୍କର ଅବରୋଧକାରୀ କଲ୍‍ଦୀୟମାନଙ୍କ ସହିତ ପ୍ରାଚୀରର ବାହାରେ ଯୁଦ୍ଧ କରୁଅଛ, ଆମ୍ଭେ ସେହିସବୁକୁ ଫେରାଇ ଦେବା ଓ ଆମ୍ଭେ ଏହି ନଗର ମଧ୍ୟରେ ସେସବୁକୁ ସଂଗ୍ରହ କରିବା।