Jeremiah 21:5 — Compare Translations

5 translations compared side by side

Odia - 1840
"ପୁଣି ଆମ୍ଭେ ନିଜେ ବିସ୍ତୃତ ହସ୍ତ ଓ ବଳବାନ୍ ବାହୁ ସାହାୟ୍ଯ ରେ କୋର୍ଧ ରେ, ପ୍ରଚଣ୍ଡ ରୋଷ ରେ ଓ ମହା କୋପ ରେ ତୁମ୍ଭମାନଙ୍କ ବିରୁଦ୍ଧ ରେ ୟୁଦ୍ଧ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ଆପେ ବିସ୍ତୃତ ହସ୍ତ ଓ ବଳବାନ ବାହୁ ଦ୍ଵାରା କ୍ରୋଧରେ, ପ୍ରଚଣ୍ତ ରୋଷରେ ଓ ମହାକୋପରେ ତୁମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଆମ୍ଭେ ନିଜେ ବିସ୍ତୃତ ହସ୍ତ ଓ ବଳବାନ୍ ବାହୁ ସାହାଯ୍ୟରେ କ୍ରୋଧରେ, ପ୍ରଚଣ୍ଡ ରୋଷରେ ଓ ମହାକୋପରେ ତୁମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ଆପେ ବିସ୍ତୃତ ହସ୍ତ ଓ ବଳବାନ ବାହୁ ଦ୍ୱାରା କ୍ରୋଧରେ, ପ୍ରଚଣ୍ଡ ରୋଷରେ ଓ ମହାକୋପରେ ତୁମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ଆପେ ବିସ୍ତୃତ ହସ୍ତ ଓ ବଳବାନ ବାହୁ ଦ୍ୱାରା କ୍ରୋଧରେ, ପ୍ରଚଣ୍ଡ ରୋଷରେ ଓ ମହାକୋପରେ ତୁମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା।