Jeremiah 21:6 — Compare Translations

5 translations compared side by side

Odia - 1840
"ଆଉ ଆମ୍ଭେ ଏହି ନଗରବାସୀ ମନୁଷ୍ଯ ଓ ପଶୁ ସମସ୍ତଙ୍କୁ ସଂହାର କରିବା ଓ ସମାନେେ ମହାମାରୀ ରେ ମରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆମ୍ଭେ ଏହି ନଗରବାସୀ ମନୁଷ୍ୟ ଓ ପଶୁ ସମସ୍ତଙ୍କୁ ସଂହାର କରିବା; ସେମାନେ ମହାମାରୀରେ ମରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଆମ୍ଭେ ଏହି ନଗରବାସୀ ମନୁଷ୍ୟ ଓ ପଶୁ ସମସ୍ତଙ୍କୁ ସଂହାର କରିବା ଓ ସେମାନେ ମହାମାରୀରେ ମରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଆମ୍ଭେ ଏହି ନଗରବାସୀ ମନୁଷ୍ୟ ଓ ପଶୁ ସମସ୍ତଙ୍କୁ ସଂହାର କରିବା; ସେମାନେ ମହାମାରୀରେ ମରିବେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଆମ୍ଭେ ଏହି ନଗରବାସୀ ମନୁଷ୍ୟ ଓ ପଶୁ ସମସ୍ତଙ୍କୁ ସଂହାର କରିବା; ସେମାନେ ମହାମାରୀରେ ମରିବେ।’