Jeremiah 21:7 — Compare Translations

5 translations compared side by side

Odia - 1840
"ଏସବୁ ଘଟିଲା ପ ରେ ସଦାପ୍ରଭୁ କହନ୍ତି, ଆମ୍ଭେ ଯିହୁଦା ରାଜା ସିଦିକିଯଙ୍କୁ, ତାହାର ଦାସଗଣଙ୍କୁ ଓ ତାହାର ଲୋକମାନଙ୍କୁ ଯେଉଁମାନେ ମହାମାରୀ, ଖଡ୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସମାନଙ୍କେୁ ବାବିଲର ରାଜା ନବୂଖଦ୍ନିତ୍ସରଙ୍କ ହସ୍ତ ରେ, ସମାନଙ୍କେ ଶତ୍ରୁଗଣ ହସ୍ତ ରେ ଓ ସମାନଙ୍କେ ପ୍ରାଣନାଶକାରୀଙ୍କ ହସ୍ତ ରେ ସମର୍ପଣ କରିବା। ଆଉ ସମାନେେ ସମାନଙ୍କେୁ ଦୟା, କରୁଣା ଓ କ୍ଷମା ନ କରି ଖଡ୍ଗ ରେ ବଧ କରିବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସଦାପ୍ରଭୁ କହନ୍ତି, ତହିଁ ଉତ୍ତାରେ ଆମ୍ଭେ ଯିହୁଦାର ରାଜା ସିଦିକୀୟକୁ, ତାହାର ଦାସଗଣକୁ ଓ ଲୋକମାନଙ୍କୁ, ଅର୍ଥାତ୍, ଏହି ନଗରର ଯେଉଁସକଳ ଲୋକ ମହାମାରୀ, ଖଡ଼୍‍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଓ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ଆଉ, ସେ ସେମାନଙ୍କୁ ଖଡ଼୍‍ଗଧାରରେ ବଧ କରିବ; ସେ ସେମାନଙ୍କୁ କ୍ଷମା କି ଦୟା କି କରୁଣା କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏସବୁ ଘଟିଲା ପରେ’” ସଦାପ୍ରଭୁ କହନ୍ତି, “‘ଆମ୍ଭେ ଯିହୁଦା ରାଜା ସିଦିକିୟଙ୍କୁ, ତାହାର ଦାସଗଣଙ୍କୁ ଓ ତାହାର ଲୋକମାନଙ୍କୁ ଯେଉଁମାନେ ମହାମାରୀ, ‌‌ଖ‌ଡ଼୍‌ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖ‌ଦ୍‌ନିତ୍ସରଙ୍କ ହସ୍ତରେ, ସେମାନଙ୍କ ଶତ୍ରୁଗଣ ହସ୍ତରେ ଓ ସେମାନଙ୍କ ପ୍ରାଣନାଶକାରୀଙ୍କ ହସ୍ତରେ ସମର୍ପଣ କରିବା। ଆଉ ସେମାନେ ସେମାନଙ୍କୁ ଦୟା, କରୁଣା ଓ କ୍ଷମା ନ କରି ‌‌ଖ‌ଡ଼୍‌ଗରେ ବଧ କରିବେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସଦାପ୍ରଭୁ କହନ୍ତି, ତହିଁ ଉତ୍ତାରେ ଆମ୍ଭେ ଯିହୁଦାର ରାଜା ସିଦିକୀୟକୁ, ତାହାର ଦାସଗଣକୁ ଓ ଲୋକମାନଙ୍କୁ, ଅର୍ଥାତ୍‍, ଏହି ନଗରର ଯେଉଁ ସକଳ ଲୋକ ମହାମାରୀ, ଖଡ୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍‍ନିତ୍ସରର ହସ୍ତରେ ଓ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ଆଉ, ସେ ସେମାନଙ୍କୁ ଖଡ୍ଗଧାରରେ ବଧ କରିବ; ସେ ସେମାନଙ୍କୁ କ୍ଷମା, ଦୟା କି କରୁଣା କରିବ ନାହିଁ।’
Odia IRV 2017 (ଓଡିଆ ବାଇବେଲ)
ଆଉ, ସଦାପ୍ରଭୁ କହନ୍ତି, ‘ତହିଁ ଉତ୍ତାରେ ଆମ୍ଭେ ଯିହୁଦାର ରାଜା ସିଦିକୀୟକୁ, ତାହାର ଦାସଗଣକୁ ଓ ଲୋକମାନଙ୍କୁ, ଅର୍ଥାତ୍‍, ଏହି ନଗରର ଯେଉଁସକଳ ଲୋକ ମହାମାରୀ, ଖଡ୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍‍ନିତ୍ସରର ହସ୍ତରେ ଓ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ଆଉ, ସେ ସେମାନଙ୍କୁ ଖଡ୍ଗଧାରରେ ବଧ କରିବ; ସେ ସେମାନଙ୍କୁ କ୍ଷମା, ଦୟା କି କରୁଣା କରିବ ନାହିଁ।’