Jeremiah 21:8 — Compare Translations

5 translations compared side by side

Odia - 1840
"ଆଉ ମଧ୍ଯ ତୁମ୍ଭେ ସେ ଲୋକମାନଙ୍କୁ କହିବ, ସଦାପ୍ରଭୁ ଏହିକଥା କହନ୍ତି, ଦେଖ, 'ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖ ରେ ଜୀବନର ପଥ ଓ ମୃତ୍ଯୁର ପଥ ରଖିଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭେ ଏହି ଲୋକମାନଙ୍କୁ କହିବ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରେ ଜୀବନର ପଥ ଓ ମୃତ୍ୟୁର ପଥ ରଖୁଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ମଧ୍ୟ ତୁମ୍ଭେ ସେ ଲୋକମାନଙ୍କୁ କହିବ, ‘ସଦାପ୍ରଭୁ ଏହିକଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରେ ଜୀବନର ପଥ ଓ ମୃତ୍ୟୁର ପଥ ରଖିଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେ ଏହି ଲୋକମାନଙ୍କୁ କହିବ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରେ ଜୀବନର ପଥ ଓ ମୃତ୍ୟୁର ପଥ ରଖୁଅଛୁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେ ଏହି ଲୋକମାନଙ୍କୁ କହିବ, ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରେ ଜୀବନର ପଥ ଓ ମୃତ୍ୟୁୁର ପଥ ରଖୁଅଛୁ।