Jeremiah 21:9 — Compare Translations

5 translations compared side by side

Odia - 1840
"ଏବଂ ସହେି ଲୋକମାନେ, ଯେଉଁମାନେ ଏହି ନଗର ମଧିଅରେ ରହିବେ, ସମାନେେ ମରିବେ। ସମାନେେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ରେ ମରିବେ। ମାତ୍ର ସହେି ଲୋକମାନେ ଯେଉଁମାନେ ଆକ୍ରମଣ କରୁଥିବା କଲ୍ଦୀଯମାନଙ୍କର ପକ୍ଷ ନିଅନ୍ତି, ସମାନେେ ବଞ୍ଚିବେ ଓ ସମାନେେ ସହେିମାନଙ୍କର ଜୀବନକୁ ସତେ ଯେପରି ଖଣ୍ଡେ ଲୁଣ୍ଠିତ ବସ୍ତୁ ତୁଲ୍ଯ ରକ୍ଷା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଲୋକ ଏହି ନଗର ମଧ୍ୟରେ ରହିବ, ସେ ଖଡ଼୍‍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ; ମାତ୍ର ଯେଉଁ ଲୋକ ବାହାରି ଯାଇ ତୁମ୍ଭମାନଙ୍କର ଅବରୋଧକାରୀ କଲ୍ଦୀୟମାନଙ୍କର ପକ୍ଷ ହେବ, ସେ ବଞ୍ଚିବ ଓ ତାହାର ପ୍ରାଣ ତାହା ପ୍ରତି ଲୁଟ-ଦ୍ରବ୍ୟ ତୁଲ୍ୟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ସେହି ଲୋକମାନେ, ଯେଉଁମାନେ ଏହି ନଗର ମଧ୍ୟରେ ରହିବେ, ସେମାନେ ମରିବେ। ସେମାନେ ‌‌ଖ‌ଡ଼୍‌ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବେ। ମାତ୍ର ସେହି ଲୋକମାନେ ଯେଉଁମାନେ ଆକ୍ରମଣ କରୁଥିବା କ‌‌ଲ୍‌‌ଦୀୟମାନଙ୍କର ପକ୍ଷ ନିଅନ୍ତି, ସେମାନେ ବଞ୍ଚିବେ ଓ ସେମାନେ ସେହିମାନଙ୍କର ଜୀବନକୁ ସତେ ଯେପରି ଖଣ୍ଡେ ଲୁଣ୍ଠିତ ବସ୍ତୁ ତୁଲ୍ୟ ରକ୍ଷା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଲୋକ ଏହି ନଗର ମଧ୍ୟରେ ରହିବ, ସେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ; ମାତ୍ର ଯେଉଁ ଲୋକ ବାହାରିଯାଇ ତୁମ୍ଭମାନଙ୍କର ଅବରୋଧକାରୀ କଲ୍‍ଦୀୟମାନଙ୍କର ପକ୍ଷ ହେବ, ସେ ବଞ୍ଚିବ ଓ ତାହାର ପ୍ରାଣ ତାହା ପ୍ରତି ଲୁଟିତ ଦ୍ରବ୍ୟ ତୁଲ୍ୟ ହେବ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଲୋକ ଏହି ନଗର ମଧ୍ୟରେ ରହିବ, ସେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ; ମାତ୍ର ଯେଉଁ ଲୋକ ବାହାରି ଯାଇ ତୁମ୍ଭମାନଙ୍କର ଅବରୋଧକାରୀ କଲ୍‍ଦୀୟମାନଙ୍କର ପକ୍ଷ ହେବ, ସେ ବଞ୍ଚିବ ଓ ତାହାର ପ୍ରାଣ ତାହା ପ୍ରତି ଲୁଟିତ ଦ୍ରବ୍ୟ ତୁଲ୍ୟ ହେବ।’