Jeremiah 22:1 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କହିଲେ, ହେ ଯିରିମିୟ, ତୁମ୍ଭେ ଯିହୁଦା ରାଜପ୍ରାସାଦକୁ ୟାଇ ଯିହୁଦାର ରାଜାଙ୍କୁ ଏହି ବାକ୍ଯ କୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯିହୁଦାର ରାଜଗୃହକୁ ଯାଇ ସେଠାରେ ଏହି କଥା ଣକୁହ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟ ରାଜାଗଣଙ୍କ ବିପକ୍ଷରେ ବିଗ୍ଭର ସଦାପ୍ରଭୁ କହିଲେ, “ହେ ଯିରିମିୟ, ତୁମ୍ଭେ ଯିହୁଦା ରାଜପ୍ରାସାଦକୁ ଯାଇ ଯିହୁଦାର ରାଜାଙ୍କୁ ଏହି ବାକ୍ୟ କୁହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଯିହୁଦାର ରାଜଗୃହକୁ ଯାଇ ସେଠାରେ ଏହି କଥା କୁହ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଯିହୁଦାର ରାଜଗୃହକୁ ଯାଇ ସେଠାରେ ଏହି କଥା କୁହ।