Jeremiah 22:11 — Compare Translations
5 translations compared side by side
Odia - 1840
"ଯେ ହତେୁ ଯିହୁଦାର ରାଜା ଯୋଶିୟର ପୁତ୍ର ଶଲମ୍ ଯେ ଆପଣା ପିତା ଯୋଶିୟର ପଦ ରେ ରାଜତ୍ବ କଲା ଓ ଏହି ସ୍ଥାନରୁ ବାହାରି ଗଲା। ତାହାର ବିଷଯ ରେ ସଦାପ୍ରଭୁ ଏହା କହନ୍ତି, ସେ ଆଉ ୟିରୁଶାଲମକୁ ଫରେିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ଯିହୁଦାର ରାଜା ଯୋଶୀୟର ପୁତ୍ର ଶଲ୍ଲମ୍ ଯେ ଆପଣା ପିତା ଯୋଶୀୟର ପଦରେ ରାଜତ୍ଵ କଲା ଓ ଏହି ସ୍ଥାନରୁ ବାହାରି ଗଲା, ତାହାର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ଯେହେତୁ ଯିହୁଦାର ରାଜା ଯୋଶିୟର ପୁତ୍ର ଶଲ୍ଲମ୍ ଯେ ଆପଣା ପିତା ଯୋଶିୟର ପଦରେ ରାଜତ୍ୱ କଲା ଓ ଏହି ସ୍ଥାନରୁ ବାହାରି ଗଲା। ତାହାର ବିଷୟରେ ସଦାପ୍ରଭୁ ଏହା କହନ୍ତି, “ସେ ଆଉ ଯିରୁଶାଲମକୁ ଫେରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ଯିହୁଦାର ରାଜା ଯୋଶୀୟର ପୁତ୍ର ଶଲ୍ଲୁମ୍ ଯେ ଆପଣା ପିତା ଯୋଶୀୟର ପଦରେ ରାଜତ୍ୱ କଲା ଓ ଏହି ସ୍ଥାନରୁ ବାହାରିଗଲା, ତାହାର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି;
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ଯିହୁଦାର ରାଜା ଯୋଶୀୟର ପୁତ୍ର ଶଲ୍ଲୁମ୍ ଯେ ଆପଣା ପିତା ଯୋଶୀୟର ପଦରେ ରାଜତ୍ୱ କଲା ଓ ଏହି ସ୍ଥାନରୁ ବାହାରି ଗଲା, ତାହାର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି;