Jeremiah 22:12 — Compare Translations

5 translations compared side by side

Odia - 1840
"ଯିହାୟୋଦାରସ୍ (ଶଲମ) ବନ୍ଦୀତ୍ବ ଅବସ୍ଥା ରେ ଯେଉଁ ସ୍ଥାନକୁ ନୀତ ହାଇେଛି ସେ ସହେି ସ୍ଥାନ ରେ ମରିବ। ସେ ଆଉ ଏହି ଦେଶ ଦେଖିପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଏହି ସ୍ଥାନକୁ ଆଉ ଫେରି ଆସିବ ନାହିଁ; ମାତ୍ର ସେ ଯେଉଁ ସ୍ଥାନକୁ ବନ୍ଦୀତ୍ଵ ଅବସ୍ଥାରେ ନୀତ ହୋଇଅଛି, ସେହି ସ୍ଥାନରେ ମରିବ ଓ ସେ ଏହି ଦେଶ ଆଉ ଦେଖିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋୟାସ୍ (ଶଲ୍ଲମ୍) ବନ୍ଦୀତ୍ୱ ଅବସ୍ଥାରେ ଯେଉଁ ସ୍ଥାନକୁ ନୀତ ହୋଇଛି ସେ ସେହି ସ୍ଥାନରେ ମରିବ। ସେ ଆଉ ଏହି ଦେଶ ଦେଖି ପାରିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ସେ ଏହି ସ୍ଥାନକୁ ଆଉ ଫେରି ଆସିବ ନାହିଁ; ମାତ୍ର ସେ ଯେଉଁ ସ୍ଥାନକୁ ବନ୍ଦୀତ୍ୱ ଅବସ୍ଥାରେ ନୀତ ହୋଇଅଛି, ସେହି ସ୍ଥାନରେ ମରିବ ଓ ସେ ଏହି ଦେଶ ଆଉ ଦେଖିବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
“ସେ ଏହି ସ୍ଥାନକୁ ଆଉ ଫେରି ଆସିବ ନାହିଁ; ମାତ୍ର ସେ ଯେଉଁ ସ୍ଥାନକୁ ବନ୍ଦୀତ୍ୱ ଅବସ୍ଥାରେ ନୀତ ହୋଇଅଛି, ସେହି ସ୍ଥାନରେ ମରିବ ଓ ସେ ଏହି ଦେଶ ଆଉ ଦେଖିବ ନାହିଁ।”