Jeremiah 22:13 — Compare Translations
5 translations compared side by side
Odia - 1840
"ଯିହାୟୋକୀମ ଜଣେ ଅଧର୍ମୀ ରାଜା ଥିଲେ ୟିଏ କି ଅଧର୍ମ ରେ ଆପଣା ଗୃହ ଓ ଅନ୍ଯାଯ ରେ ଆପଣା କୋଠରୀମାନ ନିର୍ମାଣ କରେ, ୟିଏ ବିନା ମୂଲ୍ଯ ରେ ଆପଣା ପ୍ରତିବେଶୀକି ସବୋ କରାଏ ଓ ତାଙ୍କୁ କିଛି ବତନେ ଦିଏ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଲୋକ ଅଧର୍ମରେ ଆପଣା ଗୃହ ଓ ଅନ୍ୟାୟରେ ଆପଣା କୋଠରୀମାନ ନିର୍ମାଣ କରେ; ଯେ ବିନା ବେତନରେ ଆପଣା ପ୍ରତିବାସୀକି ସେବା କରାଏ ଓ ତାହାର ବେତନ ତାହାକୁ ନ ଦିଏ;
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଯିହୋୟାକୀମ୍ଙ୍କ ବିପକ୍ଷରେ ବିଗ୍ଭର “ଯିହୋୟାକୀମ୍ ଜଣେ ଅଧର୍ମୀ ରାଜା ଥିଲେ ଯିଏ କି ଅଧର୍ମରେ ଆପଣା ଗୃହ ଓ ଅନ୍ୟାୟରେ ଆପଣା କୋଠରୀମାନ ନିର୍ମାଣ କରେ, ଯିଏ ବିନା ମୂଲ୍ୟରେ ଆପଣା ପ୍ରତିବାସୀକି ସେବା କରାଏ ଓ ତାଙ୍କୁ କିଛି ବେତନ ଦିଏ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଯେଉଁ ଲୋକ ଅଧର୍ମରେ ଆପଣା ଗୃହ ଓ ଅନ୍ୟାୟରେ ଆପଣା କୋଠରିମାନ ନିର୍ମାଣ କରେ; ଯେ ବିନା ବେତନରେ ଆପଣା ପ୍ରତିବାସୀକୁ ସେବା କରାଏ ଓ ତାହାର ବେତନ ତାହାକୁ ନ ଦିଏ;
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଲୋକ ଅଧର୍ମରେ ଆପଣା ଗୃହ ଓ ଅନ୍ୟାୟରେ ଆପଣା କୋଠରିମାନ ନିର୍ମାଣ କରେ; ଯେ ବିନା ବେତନରେ ଆପଣା ପ୍ରତିବାସୀକି ସେବା କରାଏ ଓ ତାହାର ବେତନ ତାହାକୁ ନ ଦିଏ;