Jeremiah 22:15 — Compare Translations

5 translations compared side by side

Odia - 1840
"ହେ ଯିହାୟୋଦାରକୀମ, ତୁମ୍ଭେ ତୁମ୍ଭ ଗୃହ ରେ ବହୁ ଏରସ କାଠ ବ୍ଯବହାର କରି ବଡ଼ ରାଜା ହାଇଯେିବ ବୋଲି ଭାବୁଛ କି? ତୁମ୍ଭର ପିତା ଧର୍ମ ରେ ଖାଦ୍ୟ ପାନୀଯ ଦଇେ ଉତ୍ତମ ରାଜା ହେଲେ ଓ ଏହି ଧର୍ମାଚରଣ ଯୋଗୁଁ ସଠାେ ରେ ଉନ୍ନତି ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଏରସ କାଷ୍ଠ ବିଷୟରେ ବଡ଼ ହେବା ପାଇଁ ଯନି କରିବା ହେତୁରୁ କି ରାଜତ୍ଵ କରିବ? ତୁମ୍ଭର ପିତା କି ଭୋଜନ ପାନ କରି ବିଚାର ଓ ଧର୍ମାଚରଣ କଲା ନାହିଁ? ତହିଁରେ ତାହାର ମଙ୍ଗଳ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ଯିହୋୟାକୀମ୍, ତୁମ୍ଭେ ତୁମ୍ଭ ଗୃହରେ ବହୁ ଏରସ କାଠ ବ୍ୟବହାର କରି ବଡ଼ ରାଜା ହୋଇଯିବ ବୋଲି ଭାବୁଛ କି? ତୁମ୍ଭର ପିତା ଧର୍ମରେ ଖାଦ୍ୟ ପାନୀୟ ଦେଇ ଉତ୍ତମ ରାଜା ହେଲେ ଓ ଏହି ଧର୍ମାଚରଣ ଯୋଗୁଁ ସେଠାରେ ଉନ୍ନତି ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଏରସ କାଷ୍ଠ ବିଷୟରେ ବଡ଼ ହେବା ପାଇଁ ଯତ୍ନ କରିବା ହେତୁରୁ କି ରାଜତ୍ୱ କରିବ? ତୁମ୍ଭର ପିତା କି ଭୋଜନପାନ କରି ବିଚାର ଓ ଧର୍ମାଚରଣ କଲା ନାହିଁ? ତହିଁରେ ତାହାର ମଙ୍ଗଳ ହେଲା।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଏରସ କାଷ୍ଠ ବିଷୟରେ ବଡ଼ ହେବା ପାଇଁ ଯତ୍ନ କରିବା ହେତୁରୁ କି ରାଜତ୍ୱ କରିବ? ତୁମ୍ଭର ପିତା କି ଭୋଜନ ପାନ କରି ବିଚାର ଓ ଧର୍ମାଚରଣ କଲା ନାହିଁ? ତହିଁରେ ତାହାର ମଙ୍ଗଳ ହେଲା।