Jeremiah 22:16 — Compare Translations

5 translations compared side by side

Odia - 1840
"ଯୋଶିୟ ଦରିଦ୍ର ଓ ଦୀନହୀନଙ୍କର ଯତ୍ନ ନେଉଥିବାରୁ ତାଙ୍କ ମଙ୍ଗଳ ହେଲା। ସଦାପ୍ରଭୁ କହନ୍ତି, ଏହାକି ଆମ୍ଭକୁ ଜ୍ଞାତ ହବୋର ନୁହେଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଦରିଦ୍ର ଓ ଦୀନହୀନମାନଙ୍କର ଗୁହାରି ବିଚାର କଲା, ତହିଁରେ ମଙ୍ଗଳ ହେଲା । ସଦାପ୍ରଭୁ କହନ୍ତି, ଏହା କି ଆମ୍ଭଙ୍କୁ ଜ୍ଞାତ ହେବାର ନୁହେଁ?
Odia Bible ERV 2004 (ପବିତ୍ର ବାଇବଲ)
ଯୋଶିୟ ଦରିଦ୍ର ଓ ଦୀନହୀନଙ୍କର ଯତ୍ନ ନେଉଥିବାରୁ ତାଙ୍କର ମଙ୍ଗଳ ହେଲା। ସଦାପ୍ରଭୁ କହନ୍ତି, “ଏହାକି ଆମ୍ଭକୁ ଜ୍ଞାତ ହେବାର ନୁହେଁ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଦରିଦ୍ର ଓ ଦୀନହୀନମାନଙ୍କ ଗୁହାରି ବିଚାର କଲା, ତହିଁରେ ମଙ୍ଗଳ ହେଲା। ସଦାପ୍ରଭୁ କହନ୍ତି, ଏହା କି ଆମ୍ଭଙ୍କୁ ଜ୍ଞାତ ହେବାର ନୁହେଁ?
Odia IRV 2017 (ଓଡିଆ ବାଇବେଲ)
ସେ ଦରିଦ୍ର ଓ ଦୀନହୀନମାନଙ୍କ ଗୁହାରି ବିଚାର କଲା, ତହିଁରେ ମଙ୍ଗଳ ହେଲା। ସଦାପ୍ରଭୁ କହନ୍ତି, “ଏହା କି ଆମ୍ଭଙ୍କୁ ଜ୍ଞାତ ହେବାର ନୁହେଁ?