Jeremiah 22:17 — Compare Translations

5 translations compared side by side

Odia - 1840
"ମାତ୍ର ହେ ଯିହାୟୋଦାରକୀମ, ତୁମ୍ଭେ କବଳେ ନିଜର ସ୍ବାର୍ଥ ଦେଖିଛ, ତୁମ୍ଭର ଚକ୍ଷୁ ଓ ଅନ୍ତଃକରଣ ଲୋଭ, ଉପଦ୍ରବ, ଦୌରାତ୍ମ୍ଯ ଓ ନିର୍ଦ୍ ଦୋଷର ରକ୍ତପାତ ରେ ବୁଡ଼ି ରହିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭର ଚକ୍ଷୁ ଓ ତୁମ୍ଭର ଅନ୍ତଃକରଣ, ଆପଣାର ଲୋଭ, ନିର୍ଦ୍ଦୋଷର ରକ୍ତପାତ, ଉପଦ୍ରବ ଓ ଦୌରାତ୍ମ୍ୟ କରିବା ଛଡ଼ା ଆଉ କାହିଁରେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ମାତ୍ର ହେ ଯିହୋୟାକୀମ୍, ତୁମ୍ଭେ କେବଳ ନିଜର ସ୍ୱାର୍ଥ ଦେଖିଛ, ତୁମ୍ଭର ଚକ୍ଷୁ ଓ ଅନ୍ତଃକରଣ ଲୋଭ, ଉପଦ୍ରବ, ଦୌରାତ୍ମ୍ୟ ଓ ନିର୍ଦ୍ଦୋଷର ରକ୍ତପାତରେ ବୁଡ଼ି ରହିଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭର ଚକ୍ଷୁ ଓ ତୁମ୍ଭର ଅନ୍ତଃକରଣ, ଆପଣାର ଲୋଭ, ନିର୍ଦ୍ଦୋଷର ରକ୍ତପାତ, ଉପଦ୍ରବ ଓ ଦୌରାତ୍ମ୍ୟ କରିବା ଛଡ଼ା ଆଉ କାହିଁରେ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭର ଚକ୍ଷୁ ଓ ତୁମ୍ଭର ଅନ୍ତଃକରଣ, ଆପଣାର ଲୋଭ, ନିର୍ଦ୍ଦୋଷର ରକ୍ତପାତ, ଉପଦ୍ରବ ଓ ଦୌରାତ୍ମ୍ୟ କରିବା ଛଡ଼ା ଆଉ କାହିଁରେ ନାହିଁ।