Jeremiah 22:19 — Compare Translations

5 translations compared side by side

Odia - 1840
"ତାହାର କବର ଗଧର କବର ତୁଲ୍ଯ ହବେ, ସେ ଘୋଷଡ଼ା ୟାଇ ୟିରୁଶାଲମର ଦ୍ବାର ବାହା ରେ ପକାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର କବର ଗଧର କବର ତୁଲ୍ୟ ହେବ, ସେ ଘୋଷଡ଼ା ଯାଇ ଯିରୂଶାଲମର ଦ୍ଵାର ବାହାରେ ପକାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ତାହାର କବର ଗଧର କବର ତୁଲ୍ୟ ହେବ, ସେ ଘୋଷଡ଼ା ଯାଇ ଯିରୁଶାଲମର ଦ୍ୱାର ବାହାରେ ପକାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର କବର ଗଧର କବର ତୁଲ୍ୟ ହେବ, ସେ ଘୋଷଡ଼ା ଯାଇ ଯିରୂଶାଲମର ଦ୍ୱାର ବାହାରେ ପକାଯିବ।”
Odia IRV 2017 (ଓଡିଆ ବାଇବେଲ)
ତାହାର କବର ଗଧର କବର ତୁଲ୍ୟ ହେବ, ସେ ଘୋଷଡ଼ା ଯାଇ ଯିରୂଶାଲମର ଦ୍ୱାର ବାହାରେ ପକାଯିବ।