Jeremiah 22:2 — Compare Translations
5 translations compared side by side
Odia - 1840
"' ହେ ଦାଉଦଙ୍କ ସିଂହାସନ ରେ ଉପବିଷ୍ଟ ଯିହୁଦାର ରାଜା, ତୁମ୍ଭେ ତୁମ୍ଭର ଦାସଗଣ ଓ ଏହିସବୁ ଫାଟକ ଦଇେ ପ୍ରବେଶ କର ଏବଂ ସଦାପ୍ରଭୁଙ୍କର ଏହିସବୁ ବାକ୍ଯ ଶୁଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଥା, ହେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ଯିହୁଦାର ରାଜନ୍, ତୁମ୍ଭେ ତୁମ୍ଭର ଦାସଗଣ ଓ ଏହିସବୁ ଦ୍ଵାର ଦେଇ ପ୍ରବେଶକାରୀ ତୁମ୍ଭର ଲୋକମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ ।
Odia Bible ERV 2004 (ପବିତ୍ର ବାଇବଲ)
‘ହେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ଯିହୁଦାର ରାଜା, ତୁମ୍ଭେ ଓ ତୁମ୍ଭର ଦାସଗଣ ଏହିସବୁ ଫାଟକ ଦେଇ ପ୍ରବେଶ କର ଏବଂ ସଦାପ୍ରଭୁଙ୍କର ଏହିସବୁ ବାକ୍ୟ ଶୁଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଥା, ହେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ଯିହୁଦାର ରାଜନ୍, ତୁମ୍ଭେ ତୁମ୍ଭର ଦାସଗଣ ଓ ଏହିସବୁ ଦ୍ୱାର ଦେଇ ପ୍ରବେଶକାରୀ ତୁମ୍ଭର ଲୋକମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ।
Odia IRV 2017 (ଓଡିଆ ବାଇବେଲ)
‘ଯଥା, ହେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ଯିହୁଦାର ରାଜନ୍, ତୁମ୍ଭେ ତୁମ୍ଭର ଦାସଗଣ ଓ ଏହିସବୁ ଦ୍ୱାର ଦେଇ ପ୍ରବେଶକାରୀ ତୁମ୍ଭର ଲୋକମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ।