Jeremiah 22:20 — Compare Translations
5 translations compared side by side
Odia - 1840
" ହେ ଯିହୁଦା, ତୁମ୍ଭେ ଲିବାନୋନ୍ର ପର୍ବତ ଉପ ରେ କ୍ରନ୍ଦନ କର। ତୁମ୍ଭେ ବାଶନର ପର୍ବତ ଉପ ରେ ଉଚ୍ଚ ସ୍ବର ରେ ପାଟି କର ଓ ଅବାରୀମର ପର୍ବତରୁ ବିଳାପ କର। କାରଣ ତୁମ୍ଭର 'ପ୍ ରମେିକମାନେ' ବିନଷ୍ଟ ହାଇେଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଲିବାନୋନକୁ ଯାଇ କ୍ରନ୍ଦନ କର; ତୁମ୍ଭେ ବାଶନରେ ଉଚ୍ଚସ୍ଵର କର ଓ ଅବାରୀମରୁ କ୍ରନ୍ଦନ କର; କାରଣ ତୁମ୍ଭର ପ୍ରେମକାରୀ ସମସ୍ତେ ବିନଷ୍ଟ ହୋଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ଯିହୁଦା, ତୁମ୍ଭେ ଲିବାନୋନ୍ର ପର୍ବତ ଉପରେ କ୍ରନ୍ଦନ କର। ତୁମ୍ଭେ ବାଶନର ପର୍ବତ ଉପରେ ଉଚ୍ଚ ସ୍ୱରରେ ପାଟି କର ଓ ଅବାରୀମର ପର୍ବତରୁ ବିଳାପ କର। କାରଣ ତୁମ୍ଭର ‘ପ୍ରେମିକମାନେ’ ବିନଷ୍ଟ ହୋଇଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ଲିବାନୋନକୁ ଯାଇ କ୍ରନ୍ଦନ କର; ତୁମ୍ଭେ ବାଶନରେ ଉଚ୍ଚସ୍ୱର କର ଓ ଅବାରୀମ୍ରୁ କ୍ରନ୍ଦନ କର; କାରଣ ତୁମ୍ଭର ପ୍ରେମକାରୀ ସମସ୍ତେ ବିନଷ୍ଟ ହୋଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଲିବାନୋନକୁ ଯାଇ କ୍ରନ୍ଦନ କର; ତୁମ୍ଭେ ବାଶନରେ ଉଚ୍ଚସ୍ୱର କର ଓ ଅବାରୀମ୍ରୁ କ୍ରନ୍ଦନ କର; କାରଣ ତୁମ୍ଭର ପ୍ରେମକାରୀ ସମସ୍ତେ ବିନଷ୍ଟ ହୋଇଅଛନ୍ତି।