Jeremiah 22:21 — Compare Translations

5 translations compared side by side

Odia - 1840
"ଆମ୍ଭେ ତୁମ୍ଭର ସୌଭାଗ୍ଯ ସମୟରେ ତୁମ୍ଭକୁ କଥା କହିଲୁ ଓ ତୁମ୍ଭକୁ ସାବଧାନ କଲୁ। ମାତ୍ର ତୁମ୍ଭେ ଶୁଣିବ ନାହିଁ ବୋଲି କହିଲ। ଆମ୍ଭ ବାକ୍ଯ ପ୍ରତି ତୁମ୍ଭେ ବାଲ୍ଯାବସ୍ଥାରୁ ଅବଧାନ କରି ନାହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତୁମ୍ଭର ସମୃଦ୍ଧି ସମୟରେ ତୁମ୍ଭକୁ କଥା କହିଲୁ; ମାତ୍ର ତୁମ୍ଭେ କହିଲ, ମୁଁ ଶୁଣିବି ନାହିଁ; ଆମ୍ଭ ବାକ୍ୟରେ ଅବଧାନ ନ କରିବାର ବାଲ୍ୟକାଳରୁ ତୁମ୍ଭର ଏପରି ବ୍ୟବହାର ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
“ଆମ୍ଭେ ତୁମ୍ଭର ସୌଭାଗ୍ୟ ସମୟରେ ତୁମ୍ଭକୁ କଥା କହିଲୁ ଓ ତୁମ୍ଭକୁ ସାବଧାନ କଲୁ। ମାତ୍ର ତୁମ୍ଭେ ଶୁଣିବ ନାହିଁ ବୋଲି କହିଲ। ଆମ୍ଭ ବାକ୍ୟ ପ୍ରତି ତୁମ୍ଭେ ବାଲ୍ୟାବସ୍ଥାରୁ ଅବଧାନ କରି ନାହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ତୁମ୍ଭର ସମୃଦ୍ଧି ସମୟରେ ତୁମ୍ଭକୁ କଥା କହିଲୁ; ମାତ୍ର ତୁମ୍ଭେ କହିଲ, ‘ମୁଁ ଶୁଣିବି ନାହିଁ;’ ଆମ୍ଭ ବାକ୍ୟରେ ଅବଧାନ ନ କରିବାର ବାଲ୍ୟକାଳରୁ ତୁମ୍ଭର ଏପରି ବ୍ୟବହାର ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ତୁମ୍ଭର ସମୃଦ୍ଧି ସମୟରେ ତୁମ୍ଭକୁ କଥା କହିଲୁ; ମାତ୍ର ତୁମ୍ଭେ କହିଲ, “ମୁଁ ଶୁଣିବି ନାହିଁ;” ଆମ୍ଭ ବାକ୍ୟରେ ଅବଧାନ ନ କରିବାର ବାଲ୍ୟକାଳରୁ ତୁମ୍ଭର ଏପରି ବ୍ୟବହାର ହୋଇଅଛି।