Jeremiah 22:23 — Compare Translations

5 translations compared side by side

Odia - 1840
" ହେ ରାଜା, ତୁମ୍ଭେ ଏରସ କାଠ ନିର୍ମିତ ଗୃହ ରେ ଉଚ୍ଚ ପର୍ବତ ଉପ ରେ ବାସ କରି ଲିବା ନୋନ ରେ ରହିଲା ପରି ନିଜକୁ ନିରାପଦ ମନେ କରନ୍ତୁ। ମାତ୍ର ଯେତବେେଳେ ତୁମ୍ଭେ ଶାସ୍ତି ପାଇବ, ତୁମ୍ଭେ ପ୍ରସବ ବଦନୋ ତୁଲ୍ଯ ବିଳାପ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଲିବାନୋନ ନିବାସିନୀ, ଏରସ ବୃକ୍ଷ ବନରେ ବସା କରିଅଛ ଯେ ତୁମ୍ଭେ, ଯେତେବେଳେ ପ୍ରସବବେଦନା ତୁଲ୍ୟ ତୁମ୍ଭର ବେଦନା ଉପସ୍ଥିତ ହେବ, ସେତେବେଳେ ତୁମ୍ଭର ଅବସ୍ଥା ବଡ଼ ଶୋଚନୀୟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ରାଜା, ତୁମ୍ଭେ ଏରସ କାଠ ନିର୍ମିତ ଗୃହରେ ଉଚ୍ଚ ପର୍ବତ ଉପରେ ବାସ କରି ଲିବାନୋ‌ନ୍‌ରେ ରହିଲା ପରି ନିଜକୁ ନିରାପଦ ମନେ କରନ୍ତୁ। ମାତ୍ର ଯେତେବେଳେ ତୁମ୍ଭେ ଶାସ୍ତି ପାଇବ, ତୁମ୍ଭେ ପ୍ରସବ ବେଦନା ତୁଲ୍ୟ ବିଳାପ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଲିବାନୋନ ନିବାସିନୀ, ଏରସ ବୃକ୍ଷ ବନରେ ବସା କରିଅଛ ଯେ ତୁମ୍ଭେ, ଯେତେବେଳେ ପ୍ରସବବେଦନା ତୁଲ୍ୟ ତୁମ୍ଭର ବେଦନା ଉପସ୍ଥିତ ହେବ, ସେତେବେଳେ ତୁମ୍ଭର ଅବସ୍ଥା ବଡ଼ ଶୋଚନୀୟ ହେବ।”
Odia IRV 2017 (ଓଡିଆ ବାଇବେଲ)
ହେ ଲିବାନୋନ ନିବାସିନୀ, ଏରସ ବୃକ୍ଷ ବନରେ ବସା କରିଅଛ ଯେ ତୁମ୍ଭେ, ଯେତେବେଳେ ପ୍ରସବବେଦନା ତୁଲ୍ୟ ତୁମ୍ଭର ବେଦନା ଉପସ୍ଥିତ ହେବ, ସେତେବେଳେ ତୁମ୍ଭର ଅବସ୍ଥା ବଡ଼ ଶୋଚନୀୟ ହେବ।