Jeremiah 22:25 — Compare Translations
5 translations compared side by side
Odia - 1840
"ହେ ଯିହାୟୋଦାରକୀନ, ଯେଉଁମାନେ ତୁମ୍ଭର ପ୍ରାଣନାଶ କରିବାକୁ ଚେଷ୍ଟା କରନ୍ତି ଓ ଯେଉଁମାନଙ୍କ ବିଷଯ ରେ ତୁମ୍ଭେ ଭୟ କରୁଅଛ, ସମାନଙ୍କେ ହସ୍ତ ରେ ଅର୍ଥାତ୍ ବାବିଲର ରାଜା ନବୂଖଦନିତ୍ସରଙ୍କ ହସ୍ତ ରେ ଓ କଲଦୀଯମାନଙ୍କ ହସ୍ତ ରେ ଆମ୍ଭେ ତୁମ୍ଭକୁ ସମର୍ପି ଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେଉଁମାନେ ତୁମ୍ଭର ପ୍ରାଣ ନାଶ କରିବାକୁ ଚେଷ୍ଟା କରନ୍ତି ଓ ଯେଉଁମାନଙ୍କ ବିଷୟରେ ତୁମ୍ଭେ ଭୟ କରୁଅଛ, ସେମାନଙ୍କ ହସ୍ତରେ, ଅର୍ଥାତ୍, ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଓ କଲ୍ଦୀୟମାନଙ୍କ ହସ୍ତରେ ଆମ୍ଭେ ତୁମ୍ଭକୁ ସମର୍ପି ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଯିହୋୟାକୀନ୍, ଯେଉଁମାନେ ତୁମ୍ଭର ପ୍ରାଣନାଶ କରିବାକୁ ଚେଷ୍ଟା କରନ୍ତି ଓ ଯେଉଁମାନଙ୍କ ବିଷୟରେ ତୁମ୍ଭେ ଭୟ କରୁଅଛ, ସେମାନଙ୍କ ହସ୍ତରେ ଅର୍ଥାତ୍ ବାବିଲର ରାଜା ନବୂଖଦ୍ନିତ୍ସରଙ୍କ ହସ୍ତରେ ଓ କଲ୍ଦୀୟମାନଙ୍କ ହସ୍ତରେ ଆମ୍ଭେ ତୁମ୍ଭକୁ ସମର୍ପି ଦେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେଉଁମାନେ ତୁମ୍ଭର ପ୍ରାଣନାଶ କରିବାକୁ ଚେଷ୍ଟା କରନ୍ତି ଓ ଯେଉଁମାନଙ୍କ ବିଷୟରେ ତୁମ୍ଭେ ଭୟ କରୁଅଛ, ସେମାନଙ୍କ ହସ୍ତରେ, ଅର୍ଥାତ୍, ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଓ କଲ୍ଦୀୟମାନଙ୍କ ହସ୍ତରେ ଆମ୍ଭେ ତୁମ୍ଭକୁ ସମର୍ପି ଦେବା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେଉଁମାନେ ତୁମ୍ଭର ପ୍ରାଣ ନାଶ କରିବାକୁ ଚେଷ୍ଟା କରନ୍ତି ଓ ଯେଉଁମାନଙ୍କ ବିଷୟରେ ତୁମ୍ଭେ ଭୟ କରୁଅଛ, ସେମାନଙ୍କ ହସ୍ତରେ, ଅର୍ଥାତ୍, ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଓ କଲ୍ଦୀୟମାନଙ୍କ ହସ୍ତରେ ଆମ୍ଭେ ତୁମ୍ଭକୁ ସମର୍ପି ଦେବା।