Jeremiah 22:26 — Compare Translations

5 translations compared side by side

Odia - 1840
"ଆଉ ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ପ୍ରସବକାରିଣୀ ମାତାକୁ ତୁମ୍ଭମାନଙ୍କର ଯେଉଁ ଦେଶ ରେ ଜନ୍ମ ହାଇେ ନ ଥିଲା ସହେିପରି ଦେଶ ରେ ନିକ୍ଷପେ କରିବା। ସହେିଠା ରେ ତୁମ୍ଭମାନେେ ମରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ପ୍ରସବକାରିଣୀ ମାତାକୁ, ଯେଉଁ ଦେଶରେ ତୁମ୍ଭମାନଙ୍କର ଜନ୍ମ ହୋଇ ନ ଥିଲା, ଏପରି ଏକ ଦେଶରେ ତୁମ୍ଭମାନଙ୍କୁ ନିକ୍ଷେପ କରିବା । ଆଉ, ସେଠାରେ ତୁମ୍ଭେମାନେ ମରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ପ୍ରସବକାରିଣୀ ମାତାକୁ ତୁମ୍ଭମାନଙ୍କର ଯେଉଁ ଦେଶରେ ଜନ୍ମ ହୋଇ ନ ଥିଲା ସେହିପରି ଦେଶରେ ନିକ୍ଷେପ କରିବା। ସେହିଠାରେ ତୁମ୍ଭେମାନେ ମରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ପ୍ରସବକାରିଣୀ ମାତାକୁ, ଯେଉଁ ଦେଶରେ ତୁମ୍ଭମାନଙ୍କର ଜନ୍ମ ହୋଇ ନ ଥିଲା, ଏପରି ଏକ ଦେଶରେ ତୁମ୍ଭମାନଙ୍କୁ ନିକ୍ଷେପ କରିବା। ଆଉ, ସେଠାରେ ତୁମ୍ଭେମାନେ ମରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ପ୍ରସବକାରିଣୀ ମାତାକୁ, ଯେଉଁ ଦେଶରେ ତୁମ୍ଭମାନଙ୍କର ଜନ୍ମ ହୋଇ ନ ଥିଲା, ଏପରି ଏକ ଦେଶରେ ତୁମ୍ଭମାନଙ୍କୁ ନିକ୍ଷେପ କରିବା। ଆଉ, ସେଠାରେ ତୁମ୍ଭେମାନେ ମରିବ।