Jeremiah 22:28 — Compare Translations

5 translations compared side by side

Odia - 1840
"କନିଯ ଏକ ତୁଚ୍ଛ ଭଗ୍ନପାତ୍ର ତୁଲ୍ଯ ଯାହା ବାହା ରେ ନିକ୍ଷିପ୍ତ ହବୋ ଯୋଗ୍ଯ। ସେ ଏକ ଅପ୍ରୀତିକର ପାତ୍ର। ସେ ଓ ତାହାର ବଂଶ କାହିଁକି ଦୂରିକୃତ ହାଇେ ଅଜ୍ଞାତ ଦେଶ ରେ ନିକ୍ଷିପ୍ତ ହେଲେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି କନୀୟ କି ତୁଚ୍ଛୀକୃତ ଭଗ୍ନପାତ୍ର? ସେ କି ଅପ୍ରୀତିକର ପାତ୍ର? ସେ ଓ ତାହାର ବଂଶ କାହିଁକି ଦୂରୀକୃତ ହୋଇ ସେମାନଙ୍କ ଅଜ୍ଞାତ ଦେଶରେ ନିକ୍ଷିପ୍ତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
କନିୟ ଏକ ତୁଚ୍ଛ ଭଗ୍ନପାତ୍ର ତୁଲ୍ୟ ଯାହା ବାହାରେ ନିକ୍ଷିପ୍ତ ହେବା ଯୋଗ୍ୟ। ସେ ଏକ ଅପ୍ରୀତିକର ପାତ୍ର। ସେ ଓ ତାହାର ବଂଶ କାହିଁକି ଦୂରିକୃତ ହୋଇ ଅଜ୍ଞାତ ଦେଶରେ ନିକ୍ଷିପ୍ତ ହେଲେ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି କନୀୟ କି ତୁଚ୍ଛୀକୃତ ଭଗ୍ନ ପାତ୍ର? ସେ କି ଅପ୍ରୀତିକର ପାତ୍ର? ସେ ଓ ତାହାର ବଂଶ କାହିଁକି ଦୂରୀକୃତ ହୋଇ ସେମାନଙ୍କ ଅଜ୍ଞାତ ଦେଶରେ ନିକ୍ଷିପ୍ତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏହି କନୀୟ କି ତୁଚ୍ଛୀକୃତ ଭଗ୍ନପାତ୍ର? ସେ କି ଅପ୍ରୀତିକର ପାତ୍ର? ସେ ଓ ତାହାର ବଂଶ କାହିଁକି ଦୂରୀକୃତ ହୋଇ ସେମାନଙ୍କ ଅଜ୍ଞାତ ଦେଶରେ ନିକ୍ଷିପ୍ତ ହେଲେ।