Jeremiah 22:3 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କହନ୍ତି, ନ୍ଯାଯ ବିବଚେନା କର ଏବଂ ଯାହା ଠିକ୍ ତାହା କର। ଲୁଣ୍ଠିତ ଲୋକକୁ ଉପଦ୍ରବକାରୀଠାରୁ ଉଦ୍ଧାର କର। ପୁଣି ବିଦେଶୀ, ପିତୃହୀନ ଓ ବିଧବା ପ୍ରତି କୌଣସି ଅନ୍ଯାଯ ବା ଉପଦ୍ରବ କର ନାହିଁ କି ଏହି ସ୍ଥାନ ରେ ନିର୍ଦ୍ ଦୋଷର ରକ୍ତପାତ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ନ୍ୟାୟବିଚାର ଓ ଧାର୍ମିକତା ବ୍ୟବହାର କର ଓ ଲୁଟିତ ଲୋକକୁ ଉପଦ୍ରବୀର ହସ୍ତରୁ ଉଦ୍ଧାର କର; ପୁଣି, ବିଦେଶୀ, ପିତୃହୀନ ଓ ବିଧବା ପ୍ରତି କୌଣସି ଅନ୍ୟାୟ ଓ ଉପଦ୍ରବ କର ନାହିଁ, କିଅବା ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହନ୍ତି, ନ୍ୟାୟ ବିବେଚନା କର ଏବଂ ଯାହା ଠିକ୍ ତାହା କର। ଲୁଣ୍ଠିତ ଲୋକକୁ ଉପଦ୍ରବକାରୀଠାରୁ ଉଦ୍ଧାର କର। ପୁଣି ବିଦେଶୀ, ପିତୃହୀନ ଓ ବିଧବା ପ୍ରତି କୌଣସି ଅନ୍ୟାୟ ବା ଉପଦ୍ରବ କର ନାହିଁ କି ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ନ୍ୟାୟବିଚାର ଓ ଧାର୍ମିକତା ବ୍ୟବହାର କର ଓ ଲୁଟିତ ଲୋକକୁ ଉପଦ୍ରବୀର ହସ୍ତରୁ ଉଦ୍ଧାର କର; ପୁଣି, ବିଦେଶୀ, ପିତୃହୀନ ଓ ବିଧବା ପ୍ରତି କୌଣସି ଅନ୍ୟାୟ ଓ ଉପଦ୍ରବ କର ନାହିଁ, କିଅବା ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ନ୍ୟାୟବିଚାର ଓ ଧାର୍ମିକତା ବ୍ୟବହାର କର ଓ ଲୁଟିତ ଲୋକକୁ ଉପଦ୍ରବୀର ହସ୍ତରୁ ଉଦ୍ଧାର କର; ପୁଣି, ବିଦେଶୀ, ପିତୃହୀନ ଓ ବିଧବା ପ୍ରତି କୌଣସି ଅନ୍ୟାୟ ଓ ଉପଦ୍ରବ କର ନାହିଁ, କିଅବା ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ କର ନାହିଁ।