Jeremiah 22:30 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କହନ୍ତି, କନିଯ ବିଷଯ ରେ ଏହି କଥା ଲେଖ, ' ସେ ନିଃସନ୍ତାନ ହବେ। ସେ ନିଜ ଜୀବନକାଳ ମଧିଅରେ ଭାଗ୍ଯବାନ୍ ହବେ ନାହିଁ। କାରଣ ତାହାର ବଂଶର କୌଣସି ଲୋକ ଦାଉଦଙ୍କ ସିଂହାସନ ରେ ବସିବ ନାହିଁ କି ଯିହୁଦା ଉପ ରେ ଆପଣା ଶାସନ କତ୍ତୃର୍ତ୍ବ କରି ଭାଗ୍ଯବାନ ହବେ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଏହି କଥା କହନ୍ତି, ଏହି ମନୁଷ୍ୟ ନିଃସନ୍ତାନ, ଏହି ପୁରୁଷର ଆପଣା ଜୀବନ ମଧ୍ୟରେ ଉନ୍ନତି ନୋହିବ ବୋଲି ତୁମ୍ଭେମାନେ ଲେଖ; କାରଣ ତାହାର ବଂଶୀୟ କୌଣସି ଲୋକ ଦାଉଦଙ୍କ ସିଂହାସନୋପବିଷ୍ଟ ହୋଇ ଓ ଯିହୁଦାର ଉପରେ ଆଉ କର୍ତ୍ତୃତ୍ଵ କରି ସମୃଦ୍ଧ ନୋହିବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହନ୍ତି, “କନିୟ ବିଷୟରେ ଏହି କଥା ଲେଖ, ‘ସେ ନିଃସନ୍ତାନ ହେବ। ସେ ନିଜ ଜୀବନକାଳ ମଧ୍ୟରେ ଭାଗ୍ୟବାନ୍ ହେବ ନାହିଁ। କାରଣ ତାହାର ବଂଶର କୌଣସି ଲୋକ ଦାଉଦଙ୍କ ସିଂହାସନରେ ବସିବ ନାହିଁ, କି ଯିହୁଦା ଉପରେ ଆପଣା ଶାସନ କର୍ତ୍ତୃତ୍ୱ କରି ଭାଗ୍ୟବାନ୍ ହେବ ନାହିଁ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଏହି କଥା କହନ୍ତି, “ଏହି ମନୁଷ୍ୟ ନିଃସନ୍ତାନ, ଏହି ପୁରୁଷର ଆପଣା ଜୀବନ ମଧ୍ୟରେ ଉନ୍ନତି ହେବ ନାହିଁ ବୋଲି ତୁମ୍ଭେମାନେ ଲେଖ; କାରଣ ତାହାର ବଂଶୀୟ କୌଣସି ଲୋକ ଦାଉଦଙ୍କ ସିଂହାସନୋପବିଷ୍ଟ ହୋଇ ଓ ଯିହୁଦାର ଉପରେ ଆଉ କର୍ତ୍ତୃତ୍ୱ କରି ସମୃଦ୍ଧି ହେବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)