Jeremiah 22:4 — Compare Translations
5 translations compared side by side
Odia - 1840
"ଆଉ ଯଦି ତୁମ୍ଭମାନେେ ପ୍ରକୃତ ରେ ଏହିସବୁ କାର୍ୟ୍ଯ କର, ତବେେ ଦାଉଦଙ୍କ ସିଂହାସନ ରେ ଉପବିଷ୍ଟ ରାଜାଗଣ ରଥରେ ଓ ଅଶ୍ବ ରେ ଚଢ଼ି, ସେ ଓ ତାଙ୍କର ଦାସଗଣଙ୍କ ସହିତ ସମସ୍ତ ଲୋକ ଏହି ଫାଟକ ଦଇେ ଗୃହ ରେ ପ୍ରବେଶ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେବେ ତୁମ୍ଭେମାନେ ପ୍ରକୃତରେ ଏହିସବୁ କାର୍ଯ୍ୟ କରିବ, ତେବେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ରାଜଗଣ ରଥରେ ଓ ଅଶ୍ଵରେ ଚଢ଼ି, ସେ, ତାହାର ଦାସଗଣ ଓ ଲୋକମାନେ ଏହି ଗୃହର ଦ୍ଵାର ଦେଇ ପ୍ରବେଶ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଯଦି ତୁମ୍ଭେମାନେ ପ୍ରକୃତରେ ଏହିସବୁ କାର୍ଯ୍ୟ କର, ତେବେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ରାଜାଗଣ ରଥରେ ଓ ଅଶ୍ୱରେ ଚଢ଼ି, ସେ ଓ ତାଙ୍କର ଦାସଗଣଙ୍କ ସହିତ ସମସ୍ତ ଲୋକ ଏହି ଫାଟକ ଦେଇ ଗୃହରେ ପ୍ରବେଶ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯଦି ତୁମ୍ଭେମାନେ ପ୍ରକୃତରେ ଏହିସବୁ କାର୍ଯ୍ୟ କରିବ, ତେବେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ରାଜାଗଣ ରଥରେ ଓ ଅଶ୍ୱରେ ଚଢ଼ି, ସେ, ତାହାର ଦାସଗଣ ଓ ଲୋକମାନେ ଏହି ଗୃହର ଦ୍ୱାର ଦେଇ ପ୍ରବେଶ କରିବେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯଦି ତୁମ୍ଭେମାନେ ପ୍ରକୃତରେ ଏହିସବୁ କାର୍ଯ୍ୟ କରିବ, ତେବେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ରାଜାଗଣ ରଥରେ ଓ ଅଶ୍ୱରେ ଚଢ଼ି, ସେ, ତାହାର ଦାସଗଣ ଓ ଲୋକମାନେ ଏହି ଗୃହର ଦ୍ୱାର ଦେଇ ପ୍ରବେଶ କରିବେ।’”