Jeremiah 22:5 — Compare Translations
5 translations compared side by side
Odia - 1840
"ମାତ୍ର ତୁମ୍ଭେ ଯଦି ଏହିସବୁ କଥା ଶୁଣିବ ନାହିଁ, ତବେେ ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ନାମ ରେ ଶପଥ କରି କହୁଅଛୁ ଏହି ଗୃହ ଧ୍ବଂସ ସ୍ତୁପ ରେ ପରିଣତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେବେ ତୁମ୍ଭେମାନେ ଏହିସବୁ କଥା ଶୁଣିବ ନାହିଁ, ତେବେ ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ନାମରେ ଶପଥ କରୁଅଛୁ ଯେ, ଏହି ଗୃହ ଉଚ୍ଛିନ୍ନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ତୁମ୍ଭେ ଯଦି ଏହିସବୁ କଥା ଶୁଣିବ ନାହିଁ, ତେବେ ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ନାମରେ ଶପଥ କରି କହୁଅଛୁ ଏହି ଗୃହ ଧ୍ୱଂସ ସ୍ତୁପରେ ପରିଣତ ହେବ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯଦି ତୁମ୍ଭେମାନେ ଏହିସବୁ କଥା ଶୁଣିବ ନାହିଁ, ତେବେ ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ନାମରେ ଶପଥ କରୁଅଛୁ ଯେ, ଏହି ଗୃହ ଉଚ୍ଛିନ୍ନ ହେବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯଦି ତୁମ୍ଭେମାନେ ଏହିସବୁ କଥା ଶୁଣିବ ନାହିଁ, ତେବେ ସଦାପ୍ରଭୁ କହନ୍ତି, “ଆମ୍ଭେ ଆପଣା ନାମରେ ଶପଥ କରୁଅଛୁ ଯେ, ଏହି ଗୃହ ଉଚ୍ଛିନ୍ନ ହେବ।”