Jeremiah 22:6 — Compare Translations
5 translations compared side by side
Odia - 1840
"ଆଉ ଯିହୁଦାର ରାଜଗୃହ ବିଷଯ ରେ ସଦାପ୍ରଭୁ ଏହିକଥା କହନ୍ତି,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯିହୁଦାର ରାଜଗୃହ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଆମ୍ଭ ପ୍ରତି ଗିଲୀୟଦ୍ ଓ ଲିବାନୋନର ଶୃଙ୍ଗ ସ୍ଵରୂପ ଅଟ; ତଥାପି ଆମ୍ଭେ ନିଶ୍ଚୟ ତୁମ୍ଭକୁ ପ୍ରାନ୍ତର ଓ ନିବାସୀବିହୀନ ନଗରସମୂହର ସ୍ଵରୂପ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଯିହୁଦାର ରାଜଗୃହ ବିଷୟରେ ସଦାପ୍ରଭୁ ଏହିକଥା କହନ୍ତି, “ତୁମ୍ଭେ ଆମ୍ଭ ପ୍ରତି ଗିଲିୟଦ୍ ଓ ଲିବାନୋନ୍ର ଶୃଙ୍ଗସ୍ୱରୂପ ଅଟ। ତଥାପି ଆମ୍ଭେ ତୁମ୍ଭକୁ ପ୍ରାନ୍ତର ଓ ଜନଶୂନ୍ୟ ନଗରରେ ପରିଣତ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯିହୁଦାର ରାଜଗୃହ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଆମ୍ଭ ପ୍ରତି ଗିଲୀୟଦ ଓ ଲିବାନୋନର ଶୃଙ୍ଗ ସ୍ୱରୂପ ଅଟ; ତଥାପି ଆମ୍ଭେ ନିଶ୍ଚୟ ତୁମ୍ଭକୁ ପ୍ରାନ୍ତର ଓ ନିବାସୀବିହୀନ ନଗରସମୂହର ସ୍ୱରୂପ କରିବା।
Odia IRV 2017 (ଓଡିଆ ବାଇବେଲ)
କାରଣ ଯିହୁଦାର ରାଜଗୃହ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ‘ତୁମ୍ଭେ ଆମ୍ଭ ପ୍ରତି ଗିଲୀୟଦ ଓ ଲିବାନୋନର ଶୃଙ୍ଗ ସ୍ୱରୂପ ଅଟ; ତଥାପି ଆମ୍ଭେ ନିଶ୍ଚୟ ତୁମ୍ଭକୁ ପ୍ରାନ୍ତର ଓ ନିବାସୀବିହୀନ ନଗରସମୂହର ସ୍ୱରୂପ କରିବା।