Jeremiah 22:7 — Compare Translations
5 translations compared side by side
Odia - 1840
"ତୁମ୍ଭର ପ୍ରାସାଦକୁ ଧ୍ବଂସ କରିବାକୁ ପ୍ରେତ୍ୟକକ ବିନାଶକାରୀଙ୍କୁ ଅସ୍ତ୍ର ସହିତ ପଠାଇବା। ସମାନେେ ତୁମ୍ଭର ସୁଦୃଢ଼ ସୁନ୍ଦର ଏରସକାଠ ନିର୍ମିତ କଡ଼ିଗୁଡ଼ିକୁ କାଟି ଅଗ୍ନି ରେ ପକାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭ ବିରୁଦ୍ଧରେ ବିନାଶକଗଣକୁ ପ୍ରତ୍ୟେକର ଅସ୍ତ୍ର ସହିତ ପ୍ରସ୍ତୁତ କରିବା; ତହିଁରେ ସେମାନେ ତୁମ୍ଭର ଉତ୍ତମ ଏରସ ବୃକ୍ଷସବୁ କାଟି ଅଗ୍ନିରେ ପକାଇ ଦେବେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ପ୍ରାସାଦକୁ ଧ୍ୱଂସ କରିବାକୁ ପ୍ରତ୍ୟେକ ବିନାଶକାରୀଙ୍କୁ ଅସ୍ତ୍ର ସହିତ ପଠାଇବା। ସେମାନେ ତୁମ୍ଭର ସୁଦୃଢ଼ ସୁନ୍ଦର ଏରସକାଠ ନିର୍ମିତ କଡ଼ିଗୁଡ଼ିକୁ କାଟି ଅଗ୍ନିରେ ପକାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭ ବିରୁଦ୍ଧରେ ବିନାଶକଗଣକୁ ପ୍ରତ୍ୟେକର ଅସ୍ତ୍ର ସହିତ ପ୍ରସ୍ତୁତ କରିବା; ତହିଁରେ ସେମାନେ ତୁମ୍ଭର ଉତ୍ତମ ଏରସ ବୃକ୍ଷସବୁ କାଟି ଅଗ୍ନିରେ ପକାଇଦେବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭ ବିରୁଦ୍ଧରେ ବିନାଶକଗଣକୁ ପ୍ରତ୍ୟେକର ଅସ୍ତ୍ର ସହିତ ପ୍ରସ୍ତୁତ କରିବା; ତହିଁରେ ସେମାନେ ତୁମ୍ଭର ଉତ୍ତମ ଏରସ ବୃକ୍ଷସବୁ କାଟି ଅଗ୍ନିରେ ପକାଇ ଦେବେ।’