Jeremiah 22:8 — Compare Translations

5 translations compared side by side

Odia - 1840
"ଆଉ ଦେଶୀଯମାନେ ଏହି ନଗର ଦଇେ ଗଲା ବେଳେ ପ୍ରେତ୍ୟକକ ଆପଣା ଆପଣା ସଙ୍ଗୀକି ପଚାରିବେ, 'ସଦାପ୍ରଭୁ କେଉଁଥିପାଇଁ ଏହି ବିଶାଳ ୟିରୁଶାଲମ ନଗରକୁ ଏପରି କଲେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଅନେକ ଦେଶୀୟ ଲୋକ ଏହି ନଗର ନିକଟ ଦେଇ ଗତାୟାତ କରୁ କରୁ ପ୍ରତ୍ୟେକେ, ଆପଣା ଆପଣା ସଙ୍ଗୀକି କହିବେ, ସଦାପ୍ରଭୁ କି ନିମନ୍ତେ ଏହି ବୃହତ ନଗରକୁ ଏପରି କଲେ?
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ଦେଶୀୟମାନେ ଏହି ନଗର ଦେଇ ଗଲାବେଳେ ପ୍ରତ୍ୟେକ ଆପଣା ଆପଣା ସଙ୍ଗୀକି ପଗ୍ଭରିବେ, ‘ସଦାପ୍ରଭୁ କେଉଁଥିପାଇଁ ଏହି ବିଶାଳ ଯିରୁଶାଲମ ନଗରକୁ ଏପରି କଲେ?’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଅନେକ ଦେଶୀୟ ଲୋକ ଏହି ନଗର ନିକଟ ଦେଇ ଗତାୟାତ କରୁ କରୁ ପ୍ରତ୍ୟେକେ, ଆପଣା ଆପଣା ସଙ୍ଗୀକୁ କହିବେ, ‘ସଦାପ୍ରଭୁ କି ନିମନ୍ତେ ଏହି ବୃହତ ନଗରକୁ ଏପରି କଲେ?’
Odia IRV 2017 (ଓଡିଆ ବାଇବେଲ)
ଆଉ, ଅନେକ ଦେଶୀୟ ଲୋକ ଏହି ନଗର ନିକଟ ଦେଇ ଗତାୟାତ କରୁ କରୁ ପ୍ରତ୍ୟେକେ, ଆପଣା ଆପଣା ସଙ୍ଗୀକୁ କହିବେ, “ସଦାପ୍ରଭୁ କି ନିମନ୍ତେ ଏହି ବୃହତ ନଗରକୁ ଏପରି କଲେ?”