Jeremiah 22:9 — Compare Translations
5 translations compared side by side
Odia - 1840
"ତହିଁରେ ସମାନେେ ଉତ୍ତର ଦବେେ, 'ସଦାପ୍ରଭୁ ପରମେଶ୍ବରଙ୍କ ନିଯମକୁ ପରିତ୍ଯାଗ କରି ଯିହୁଦାବାସୀ ଅନ୍ୟ ଦବଗେଣଙ୍କୁ ପ୍ରଣାମ ଓ ସବୋ କରିଥିବାରୁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନେ ଉତ୍ତର କରିବେ, କାରଣ ଏହି, ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ନିୟମ ପରିତ୍ୟାଗ କରି ଅନ୍ୟ ଦେବଗଣର ପ୍ରଣାମ ଓ ସେବା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ସେମାନେ ଉତ୍ତର ଦେବେ, ‘ସଦାପ୍ରଭୁ ପରମେଶ୍ୱରଙ୍କ ନିୟମକୁ ପରିତ୍ୟାଗ କରି ଯିହୁଦାବାସୀ ଅନ୍ୟ ଦେବଗଣଙ୍କୁ ପ୍ରଣାମ ଓ ସେବା କରିଥିବାରୁ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନେ ଉତ୍ତର କରିବେ, ‘କାରଣ ଏହି, ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିୟମ ପରିତ୍ୟାଗ କରି ଅନ୍ୟ ଦେବଗଣକୁ ପ୍ରଣାମ ଓ ସେବା କଲେ।’”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେମାନେ ଉତ୍ତର କରିବେ, ‘କାରଣ ଏହି, ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିୟମ ପରିତ୍ୟାଗ କରି ଅନ୍ୟ ଦେବଗଣକୁ ପ୍ରଣାମ ଓ ସେବା କଲେ।’”