Jeremiah 23:1 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ କହନ୍ତି, ଯେଉଁ ପାଳକମାନେ ଆମ୍ଭ ଚରାସ୍ଥାନ ରେ ମଷେମାନଙ୍କୁ ନଷ୍ଟ ଓ ଛିନ୍ନଭିନ୍ନ କରନ୍ତି, ସମାନେେ ସନ୍ତାପର ପାତ୍ର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ଯେଉଁ ପାଳକମାନେ ଆମ୍ଭ ଚରା-ସ୍ଥାନର ମେଷମାନଙ୍କୁ ନଷ୍ଟ ଓ ଛିନ୍ନଭିନ୍ନ କରନ୍ତି, ସେମାନେ ସନ୍ତାପର ପାତ୍ର!
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହନ୍ତି, “ଯେଉଁ ପାଳକମାନେ ଆମ୍ଭ ଚରାସ୍ଥାନରେ ମେଷମାନଙ୍କୁ ନଷ୍ଟ ଓ ଛିନ୍ନଭିନ୍ନ କରନ୍ତି, ସେମାନେ ସନ୍ତାପର ପାତ୍ର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, “ଯେଉଁ ପାଳକମାନେ ଆମ୍ଭ ଚରାସ୍ଥାନର ମେଷମାନଙ୍କୁ ନଷ୍ଟ ଓ ଛିନ୍ନଭିନ୍ନ କରନ୍ତି, ସେମାନେ ସନ୍ତାପର ପାତ୍ର!”
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, “ଯେଉଁ ପାଳକମାନେ ଆମ୍ଭ ଚରାସ୍ଥାନର ମେଷମାନଙ୍କୁ ନଷ୍ଟ ଓ ଛିନ୍ନଭିନ୍ନ କରନ୍ତି, ସେମାନେ ସନ୍ତାପର ପାତ୍ର!”