Jeremiah 23:10 — Compare Translations

5 translations compared side by side

Odia - 1840
"କାରଣ ଯିହୁଦା ପାପୀ ଓ ବ୍ଯଭିଚାରୀମାନଙ୍କର ପରିପୂର୍ଣ୍ଣ। ସମାନେେ ବହୁ ଭାବରେ ଅବିଶ୍ବସ୍ତ ହାଇେଛନ୍ତି। ସଦାପ୍ରଭୁଙ୍କର ଅଭିଶାପ ଯୋଗୁଁ ପ୍ରାନ୍ତରସ୍ଥ ଚାରଣଭୂମି ଶୁଷ୍କ ହାଇେଅଛି। ଦେଶ ଶାେକ କରୁଅଛି। ଭବିଷ୍ଯଦବକ୍ତାଙ୍କର ବ୍ଯବହାର ଓ ପରାକ୍ରମ ନ୍ଯାଯସଙ୍ଗତ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଦେଖ, ବ୍ୟଭିଚାରୀଗଣରେ ପରିପୂର୍ଣ୍ଣ ଓ ଅଭିଶାପ ସକାଶୁ ଦେଶ ଶୋକ କରୁଅଛି; ପ୍ରାନ୍ତରସ୍ଥ ଚରାସ୍ଥାନସବୁ ଶୁଷ୍କ ହୋଇଅଛି ଓ ଲୋକମାନଙ୍କର ବ୍ୟବହାର ମନ୍ଦ, ଆଉ ସେମାନଙ୍କର ପରାକ୍ରମ ନ୍ୟାୟ-ସଙ୍ଗତ ନୁହେଁ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଯିହୁଦା ପାପୀ ଓ ବ୍ୟଭିଗ୍ଭରୀମାନଙ୍କର ପରିପୂର୍ଣ୍ଣ। ସେମାନେ ବହୁ ଭାବରେ ଅବିଶ୍ୱସ୍ତ ହୋଇଛନ୍ତି। ସଦାପ୍ରଭୁଙ୍କର ଅଭିଶାପ ଯୋଗୁଁ ପ୍ରାନ୍ତରସ୍ଥ ଗ୍ଭରଣଭୂମି ଶୁଷ୍କ ହୋଇଅଛି। ଦେଶ ଶୋକ କରୁଅଛି। ଭବିଷ୍ୟ‌ଦ୍‌ବକ୍ତାଙ୍କର ବ୍ୟବହାର ଓ ପରାକ୍ରମ ନ୍ୟାୟସଙ୍ଗତ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଦେଶ ବ୍ୟଭିଚାରୀଗଣରେ ପରିପୂର୍ଣ୍ଣ ଓ ଅଭିଶାପ ସକାଶୁ ଦେଶ ଶୋକ କରୁଅଛି; ପ୍ରାନ୍ତରସ୍ଥ ଚରାସ୍ଥାନସବୁ ଶୁଷ୍କ ହୋଇଅଛି ଓ ଲୋକମାନଙ୍କର ବ୍ୟବହାର ମନ୍ଦ, ଆଉ ସେମାନଙ୍କର ପରାକ୍ରମ ନ୍ୟାୟସଙ୍ଗତ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ଦେଶ ବ୍ୟଭିଚାରୀଗଣରେ ପରିପୂର୍ଣ୍ଣ ଓ ଅଭିଶାପ ସକାଶୁ ଦେଶ ଶୋକ କରୁଅଛି; ପ୍ରାନ୍ତରସ୍ଥ ଚରାସ୍ଥାନସବୁ ଶୁଷ୍କ ହୋଇଅଛି ଓ ଲୋକମାନଙ୍କର ବ୍ୟବହାର ମନ୍ଦ, ଆଉ ସେମାନଙ୍କର ପରାକ୍ରମ ନ୍ୟାୟସଙ୍ଗତ ନୁହେଁ।