Jeremiah 23:11 — Compare Translations

5 translations compared side by side

Odia - 1840
"ଉଭୟ ଭବିଷ୍ଯଦବକ୍ତା ଓ ଯାଜକଗଣ ସବୁ ମିଛ। କାରଣ ସଦାପ୍ରଭୁ କହନ୍ତି, ଏପରିକି ସମାନେେ ମାେ ମନ୍ଦିର ରେ ଅପକର୍ମ କରୁଥିବାର ମୁଁ ଦେଖିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଭବିଷ୍ୟଦ୍ବକ୍ତା ଓ ଯାଜକ ଉଭୟ ପାଷାଣ୍ତ; ହଁ, ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ଗୃହ ମଧ୍ୟରେ ସେମାନଙ୍କର ଦୁଷ୍କ୍ରିୟା ଦେଖିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
“ଉଭୟ ଭବିଷ୍ୟ‌ଦ୍‌ବକ୍ତା ଓ ଯାଜକଗଣ ସବୁ ମିଛ।” କାରଣ ସଦାପ୍ରଭୁ କହନ୍ତି, “ଏପରିକି ସେମାନେ ମୋ’ ମନ୍ଦିରରେ ଅପକର୍ମ କରୁଥିବାର ମୁଁ ଦେଖିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“କାରଣ ଭବିଷ୍ୟଦ୍‍ବକ୍ତା ଓ ଯାଜକ ଉଭୟ ପାଷାଣ୍ଡ; ହଁ, ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ଗୃହ ମଧ୍ୟରେ ସେମାନଙ୍କର ଦୁଷ୍କ୍ରିୟା ଦେଖିଅଛୁ।
Odia IRV 2017 (ଓଡିଆ ବାଇବେଲ)
କାରଣ ଭବିଷ୍ୟଦ୍‍ବକ୍ତା ଓ ଯାଜକ ଉଭୟ ପାଷାଣ୍ଡ; ହଁ, ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ଗୃହ ମଧ୍ୟରେ ସେମାନଙ୍କର ଦୁଷ୍କ୍ରିୟା ଦେଖିଅଛୁ।