Jeremiah 23:12 — Compare Translations
5 translations compared side by side
Odia - 1840
" ତେଣୁ ସମାନଙ୍କେର ପଥ ଅନ୍ଧକାର ଓ ଖସଡ଼ା ହବେ। ସମାନେେ ସହେି ଅନ୍ଧାର ମଧିଅରେ ରହିବେ। କାରଣ ସଦାପ୍ରଭୁ କହନ୍ତି, ମୁଁ ସମାନଙ୍କେ ଉପ ରେ ଅମଙ୍ଗଳ ଓ ପ୍ରତିଫଳ ଆଣିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁକରି ସେମାନଙ୍କର ପଥ ଅନ୍ଧକାରାବୃତ ଖସଡ଼ା ସ୍ଥାନ ହେବ; ସେମାନେ ତାଡ଼ିତ ହୋଇ ତହିଁରେ ପଡ଼ିବେ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ସେମାନଙ୍କୁ ପ୍ରତିଫଳ ଦେବାର ବର୍ଷ ଆଣିବା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେମାନଙ୍କର ପଥ ଅନ୍ଧକାର ଓ ଖସଡ଼ା ହେବ। ସେମାନେ ସେହି ଅନ୍ଧାର ମଧ୍ୟରେ ରହିବେ।” କାରଣ ସଦାପ୍ରଭୁ କହନ୍ତି, “ମୁଁ ସେମାନଙ୍କ ଉପରେ ଅମଙ୍ଗଳ ଓ ପ୍ରତିଫଳ ଆଣିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁକରି ସେମାନଙ୍କର ପଥ ଅନ୍ଧକାରାବୃତ ଖସଡ଼ା ସ୍ଥାନ ହେବ; ସେମାନେ ତାଡ଼ିତ ହୋଇ ତହିଁରେ ପଡ଼ିବେ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ସେମାନଙ୍କୁ ପ୍ରତିଫଳ ଦେବାର ବର୍ଷ ଆଣିବା।
Odia IRV 2017 (ଓଡିଆ ବାଇବେଲ)
ଏଣୁକରି ସେମାନଙ୍କର ପଥ ଅନ୍ଧକାରାବୃତ ଖସଡ଼ା ସ୍ଥାନ ହେବ; ସେମାନେ ତାଡ଼ିତ ହୋଇ ତହିଁରେ ପଡ଼ିବେ;” କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ସେମାନଙ୍କୁ ପ୍ରତିଫଳ ଦେବାର ବର୍ଷ ଆଣିବା।