Jeremiah 23:13 — Compare Translations

5 translations compared side by side

Odia - 1840
"ଶମରିଯାର ଭବିଷ୍ଯଦବକ୍ତାମାନଙ୍କ ମଧିଅରେ ବିରକ୍ତିକର ବସ୍ତୁ ମୁଁ ଦେଖିଅଛି। ସମାନେେ ବାଲଦବେ ନାମ ରେ ମିଥ୍ଯା ଭବିଷ୍ଯଦବାକ୍ଯ ପ୍ରଚାର କରି ଇଶ୍ରାୟେଲ ଲୋକମାନଙ୍କୁ କୁପଥରେ ଚଳାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଆମ୍ଭେ ଶମରୀୟାର ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ଅଜ୍ଞାନତା ଦେଖିଅଛୁ; ସେମାନେ ବାଲ୍ଦେବ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି ଆମ୍ଭର ଇସ୍ରାଏଲ ଲୋକମାନଙ୍କୁ ଭ୍ରାନ୍ତ କରାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
“ଶମରିୟାର ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ମଧ୍ୟରେ ବିରକ୍ତିକର ବସ୍ତୁ ମୁଁ ଦେଖିଅଛି। ସେମାନେ ‌ବା‌ଲ୍‌ଦେବ ନାମରେ ମିଥ୍ୟା ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରି ଇସ୍ରାଏଲ ଲୋକମାନଙ୍କୁ କୁପଥରେ ଚଳାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଆମ୍ଭେ ଶମରୀୟାର ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ଅଜ୍ଞାନତା ଦେଖିଅଛୁ; ସେମାନେ ବାଲ୍‍ଦେବ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି ଆମ୍ଭର ଇସ୍ରାଏଲ ଲୋକମାନଙ୍କୁ ଭ୍ରାନ୍ତ କରାଇଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ଆମ୍ଭେ ଶମରୀୟାର ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ଅଜ୍ଞାନତା ଦେଖିଅଛୁ; ସେମାନେ ବାଲ୍‍ଦେବ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି ଆମ୍ଭର ଇସ୍ରାଏଲ ଲୋକମାନଙ୍କୁ ଭ୍ରାନ୍ତ କରାଇଲେ।