Jeremiah 23:14 — Compare Translations

5 translations compared side by side

Odia - 1840
"ୟିରୁଶାଲମର ଭବିଷ୍ଯଦବକ୍ତାମାନଙ୍କ ମଧିଅରେ ଆମ୍ଭେ ସହେି ଭୟଙ୍କର ଜିନିଷ ଦେଖୁଅଛୁ। ସମାନେେ ପର ସ୍ତ୍ରୀ ନିକଟକୁ ଗମନ କରନ୍ତି, ମିଥ୍ଯାଚରଣ କରନ୍ତି ଓ ଦୂରାଚାରୀମାନଙ୍କ ହସ୍ତ ଏପରି ସବଳ କରନ୍ତି ଯେ ସମାନଙ୍କେ ମଧ୍ଯରୁ କହେି ଆପଣା ଆପଣା ଦୁଷ୍ଟତାରୁ ଫରନ୍େତି ନାହିଁ। ସେ ସମସ୍ତେ ଆମ୍ଭ ପ୍ରତି ସଦୋମର ତୁଲ୍ଯ ଓ ତାହାର ନିବାସୀଗଣ ହା ମାରେର ସମାନ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିରୂଶାଲମର ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ହିଁ ଆମ୍ଭେ ରୋମାଞ୍ଚଜନକ ବିଷୟ ଦେଖିଅଛୁ; ସେମାନେ ପରଦାର ଗମନ କରନ୍ତି, ମିଥ୍ୟାଚରଣ କରନ୍ତି ଓ ଦୁଷ୍କର୍ମକାରୀମାନଙ୍କର ହସ୍ତ ଏପରି ସବଳ କରନ୍ତି ଯେ, ସେମାନଙ୍କର କେହି ଆପଣା ଆପଣା ଦୁଷ୍ଟତାରୁ ଫେରନ୍ତି ନାହିଁ; ସେ ସମସ୍ତେ ଆମ୍ଭ ପ୍ରତି ସଦୋମର ତୁଲ୍ୟ ଓ ତହିଁର ନିବାସୀମାନେ ହମୋରା ସମାନ ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯିରୁଶାଲମର ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ମଧ୍ୟରେ ଆମ୍ଭେ ସେହି ଭୟଙ୍କର ବିଷୟ ଦେଖୁଅଛୁ। ସେମାନେ ପର ସ୍ତ୍ରୀ ନିକଟକୁ ଗମନ କରନ୍ତି, ମିଥ୍ୟାଚରଣ କରନ୍ତି ଓ ଦୂରାଗ୍ଭରୀମାନଙ୍କ ହସ୍ତ ଏପରି ସବଳ କରନ୍ତି ଯେ, ସେମାନଙ୍କ ମଧ୍ୟରୁ କେହି ଆପଣା ଆପଣା ଦୁଷ୍ଟତାରୁ ଫେରନ୍ତି ନାହିଁ। ସେ ସମସ୍ତେ ଆମ୍ଭ ପ୍ରତି ସଦୋମର ତୁଲ୍ୟ ଓ ତାହାର ନିବାସୀଗଣ ହମୋରାର ସମାନ ଅଟନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିରୂଶାଲମର ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ହିଁ ଆମ୍ଭେ ରୋମାଞ୍ଚଜନକ ବିଷୟ ଦେଖିଅଛୁ; ସେମାନେ ପରଦାର ଗମନ କରନ୍ତି, ମିଥ୍ୟାଚରଣ କରନ୍ତି ଓ ଦୁଷ୍କର୍ମକାରୀମାନଙ୍କର ହସ୍ତ ଏପରି ସବଳ କରନ୍ତି ଯେ, ସେମାନଙ୍କର କେହି ଆପଣା ଆପଣା ଦୁଷ୍ଟତାରୁ ଫେରନ୍ତି ନାହିଁ; ସେମାନେ ସମସ୍ତେ ଆମ୍ଭ ପ୍ରତି ସଦୋମର ତୁଲ୍ୟ ଓ ତହିଁର ନିବାସୀମାନେ ହମୋରାର ସମାନ ଅଟନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଯିରୂଶାଲମର ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ହିଁ ଆମ୍ଭେ ରୋମାଞ୍ଚଜନକ ବିଷୟ ଦେଖିଅଛୁ; ସେମାନେ ପରଦାର ଗମନ କରନ୍ତି, ମିଥ୍ୟାଚରଣ କରନ୍ତି ଓ ଦୁଷ୍କର୍ମକାରୀମାନଙ୍କର ହସ୍ତ ଏପରି ସବଳ କରନ୍ତି ଯେ, ସେମାନଙ୍କର କେହି ଆପଣା ଆପଣା ଦୁଷ୍ଟତାରୁ ଫେରନ୍ତି ନାହିଁ; ସେ ସମସ୍ତେ ଆମ୍ଭ ପ୍ରତି ସଦୋମର ତୁଲ୍ୟ ଓ ତହିଁର ନିବାସୀମାନେ ହମୋରାର ସମାନ ଅଟନ୍ତି।”