Jeremiah 23:15 — Compare Translations

5 translations compared side by side

Odia - 1840
"ତେଣୁ ସୈନ୍ଯାଧିପତି ସଦାପ୍ରଭୁ ଭବିଷ୍ଯଦବକ୍ତାମାନଙ୍କ ବିଷଯ ରେ ଏହା କହନ୍ତି, ଆମ୍ଭେ ସମାନଙ୍କେୁ ବିଷାକ୍ତ ଖାଦ୍ୟ ଭୋଜନ କରାଇବା ଓ ବିଷ ବୃକ୍ଷର ରସ ପାନ କରାଇବା। କାରଣ ୟିରୁଶାଲମର ଭବିଷ୍ଯଦବକ୍ତାମାନଙ୍କଠାରୁ ପାଷାଣ୍ଡତା ଦେଶ ସାରା ବ୍ଯାପିୟାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଭବିଷ୍ୟଦ୍-ବକ୍ତାମାନଙ୍କ ବିଷୟରେ ଏହି କଥା କହନ୍ତି; ଦେଖ, ଆମ୍ଭେ ସେମାନଙ୍କୁ ନାଗଦଅଣା ଭୋଜନ କରାଇବା ଓ ବିଷ-ବୃକ୍ଷର ରସ ପାନ କରାଇବା; କାରଣ ଯିରୂଶାଲମର ଭବିଷ୍ୟଦ୍-ବକ୍ତାଗଣଠାରୁ ଦେଶଯାକରେ ପାଷାଣ୍ତତା ବ୍ୟାପି ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସୈନ୍ୟାଧିପତି ସଦାପ୍ରଭୁ ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ବିଷୟରେ ଏହା କହନ୍ତି, “ଆମ୍ଭେ ସେମାନଙ୍କୁ ବିଷାକ୍ତ ଖାଦ୍ୟ ଭୋଜନ କରାଇବା ଓ ବିଷ ବୃକ୍ଷର ରସ ପାନ କରାଇବା। କାରଣ ଯିରୁଶାଲମର ଭବିଷ୍ୟ‌ଦ୍‌ବକ୍ତାମାନଙ୍କଠାରୁ ପାଷାଣ୍ଡତା ଦେଶ ସାରା ବ୍ୟାପିଯାଇଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଭବିଷ୍ୟଦ୍‍ବକ୍ତାମାନଙ୍କ ବିଷୟରେ ଏହି କଥା କହନ୍ତି; “ଦେଖ, ଆମ୍ଭେ ସେମାନଙ୍କୁ ତିକ୍ତ ଫଳ ଭୋଜନ କରାଇବା ଓ ବିଷବୃକ୍ଷର ରସ ପାନ କରାଇବା; କାରଣ ଯିରୂଶାଲମର ଭବିଷ୍ୟଦ୍‍ବକ୍ତାଗଣଠାରୁ ଦେଶଯାକରେ ଅଧାର୍ମିକତା ବ୍ୟାପିଅଛି।”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଭବିଷ୍ୟଦ୍‍ବକ୍ତାମାନଙ୍କ ବିଷୟରେ ଏହି କଥା କହନ୍ତି; “ଦେଖ, ଆମ୍ଭେ ସେମାନଙ୍କୁ ତିକ୍ତ ଫଳ ଭୋଜନ କରାଇବା ଓ ବିଷ ବୃକ୍ଷର ରସ ପାନ କରାଇବା; କାରଣ ଯିରୂଶାଲମର ଭବିଷ୍ୟଦ୍‍ବକ୍ତାଗଣଠାରୁ ଦେଶଯାକରେ ଅଧାର୍ମିକତା ବ୍ୟାପି ଅଛି।”