Jeremiah 23:18 — Compare Translations

5 translations compared side by side

Odia - 1840
"ମାତ୍ର କୌଣସି ଭବିଷ୍ଯଦବକ୍ତା ସ୍ବର୍ଗୀଯ ସଭା ରେ ସଦାପ୍ରଭୁଙ୍କର ବାକ୍ଯ ପ୍ରତ୍ଯକ୍ଷ ଭାବରେ ଶୁଣିବାକୁ ତାଙ୍କ ସମ୍ମୁଖ ରେ ଠିଆ ହାଇେ ନାହିଁ। କହେି ତାଙ୍କର ବାକ୍ଯ ମନୋୟୋଗ ସହକା ରେ ଶୁଣି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସଦାପ୍ରଭୁଙ୍କର ବାକ୍ୟ ପ୍ରତ୍ୟକ୍ଷରେ ଶୁଣିବା ପାଇଁ କିଏ ତାହାଙ୍କ ଆଗରେ ଠିଆ ହୋଇ ଅଛି? କିଏ ଆମ୍ଭର ବାକ୍ୟ ମନ ଦେଇ ଶୁଣିଅଛି?
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର କୌଣସି ଭବିଷ୍ୟ‌ଦ୍‌ବକ୍ତା ସ୍ୱର୍ଗୀୟ ସଭାରେ ସଦାପ୍ରଭୁଙ୍କର ବାକ୍ୟ ପ୍ରତ୍ୟକ୍ଷ ଭାବରେ ଶୁଣିବାକୁ ତାଙ୍କ ସମ୍ମୁଖରେ ଠିଆ ହୋଇ ନାହିଁ। କେହି ତାଙ୍କର ବାକ୍ୟ ମନୋଯୋଗ ସହକାରେ ଶୁଣି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସଦାପ୍ରଭୁଙ୍କର ବାକ୍ୟ ପ୍ରତ୍ୟକ୍ଷରେ ଶୁଣିବା ପାଇଁ କିଏ ତାହାଙ୍କ ଆଗରେ ଠିଆ ହୋଇଅଛି? କିଏ ଆମ୍ଭର ବାକ୍ୟ ମନ ଦେଇ ଶୁଣିଅଛି?
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସଦାପ୍ରଭୁଙ୍କର ବାକ୍ୟ ପ୍ରତ୍ୟକ୍ଷରେ ଶୁଣିବା ପାଇଁ କିଏ ତାହାଙ୍କ ଆଗରେ ଠିଆ ହୋଇ ଅଛି? କିଏ ଆମ୍ଭର ବାକ୍ୟ ମନ ଦେଇ ଶୁଣିଅଛି?”