Jeremiah 23:19 — Compare Translations
5 translations compared side by side
Odia - 1840
"ତେଣୁ ସଦାପ୍ରଭୁଙ୍କର ପ୍ରଚଣ୍ଡ କୋର୍ଧ ଭୟଙ୍କର ଘୂର୍ଣ୍ଣିବାତ୍ଯା ସ୍ବରୂପ ଆସିବ ଓ ତାହା ଦୁଷ୍ଟମାନଙ୍କର ମସ୍ତକକୁ ଦଳି ପକାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ସଦାପ୍ରଭୁଙ୍କର ତୋଫାନ, ତାହାଙ୍କର ପ୍ରଚଣ୍ତ କ୍ରୋଧ, ହଁ, ଘୂର୍ଣ୍ଣାୟମାନ ତୋଫାନ ବାହାର ହୋଇଅଛି; ତାହା ଦୁଷ୍ଟମାନଙ୍କ ମସ୍ତକରେ ଲାଗିବ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଭୟଙ୍କର ଘୂର୍ଣ୍ଣିବାତ୍ୟା ସ୍ୱରୂପ ଆସିବ ଓ ତାହା ଦୁଷ୍ଟମାନଙ୍କର ମସ୍ତକକୁ ଦଳି ପକାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ସଦାପ୍ରଭୁଙ୍କର ତୋଫାନ, ତାହାଙ୍କର ପ୍ରଚଣ୍ଡ କ୍ରୋଧ, ହଁ, ଘୂର୍ଣ୍ଣାୟମାନ ତୋଫାନ ବାହାର ହୋଇଅଛି; ତାହା ଦୁଷ୍ଟମାନଙ୍କ ମସ୍ତକରେ ଲାଗିବ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ସଦାପ୍ରଭୁଙ୍କର ତୋଫାନ, ତାହାଙ୍କର ପ୍ରଚଣ୍ଡ କ୍ରୋଧ, ହଁ, ଘୂର୍ଣ୍ଣାୟମାନ ତୋଫାନ ବାହାର ହୋଇଅଛି; ତାହା ଦୁଷ୍ଟମାନଙ୍କ ମସ୍ତକରେ ଲାଗିବ।