Jeremiah 23:2 — Compare Translations
5 translations compared side by side
Odia - 1840
"ଏଣୁ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଆପଣା ଲୋକମାନଙ୍କର ପାଳନକାରୀ ପାଳକମାନଙ୍କ ବିରୁଦ୍ଧ ରେ ଏହି କଥା କହନ୍ତି, ତୁମ୍ଭମାନେେ ଆମ୍ଭର ମଷେପଲକୁ ଛିନ୍ନଭିନ୍ନ କରି ଦୂରକୁ ତଡ଼ି ଦଇେଅଛ ଓ ସମାନଙ୍କେର ଯତ୍ନ ନଇେ ନାହଁ। ତେଣୁ ଆମ୍ଭେ ତୁମ୍ଭମାନଙ୍କର ଦୁଷ୍କର୍ମର ଫଳ ତୁମ୍ଭମାନଙ୍କୁ ଅବଶ୍ଯ ଦବୋ। ଏହା ସଦାପ୍ରଭୁ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଆପଣା ଲୋକମାନଙ୍କର ପାଳନକାରୀ ପାଳକମାନଙ୍କ ବିରୁଦ୍ଧରେ ଏହି କଥା କହନ୍ତି; ତୁମ୍ଭେମାନେ ଆମ୍ଭର ପଲକୁ ଛିନ୍ନଭିନ୍ନ କରି ଦୂରକୁ ତଡ଼ି ଦେଇଅଛ ଓ ସେମାନଙ୍କର ତତ୍ତ୍ଵାନୁସନ୍ଧାନ କରି ନାହଁ; ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କ ଦୁଷ୍କର୍ମର ପ୍ରତିଫଳ ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଆପଣା ଲୋକମାନଙ୍କର ପାଳନକାରୀ ପାଳକମାନଙ୍କ ବିରୁଦ୍ଧରେ ଏହି କଥା କହନ୍ତି, “ତୁମ୍ଭେମାନେ ଆମ୍ଭର ମେଷପଲକୁ ଛିନ୍ନଭିନ୍ନ କରି ଦୂରକୁ ତଡ଼ି ଦେଇଅଛ ଓ ସେମାନଙ୍କର ଯତ୍ନ ନେଇ ନାହଁ। ତେଣୁ ଆମ୍ଭେ ତୁମ୍ଭମାନଙ୍କର ଦୁଷ୍କର୍ମର ଫଳ ତୁମ୍ଭମାନଙ୍କୁ ଅବଶ୍ୟ ଦେବା।” ଏହା ସଦାପ୍ରଭୁ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଆପଣା ଲୋକମାନଙ୍କର ପାଳନକାରୀ ପାଳକମାନଙ୍କ ବିରୁଦ୍ଧରେ ଏହି କଥା କହନ୍ତି; “ତୁମ୍ଭେମାନେ ଆମ୍ଭର ପଲକୁ ଛିନ୍ନଭିନ୍ନ କରି ଦୂରକୁ ତଡ଼ି ଦେଇଅଛ ଓ ସେମାନଙ୍କର ତତ୍ତ୍ୱାନୁସନ୍ଧାନ କରି ନାହଁ, ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କ ଦୁଷ୍କର୍ମର ପ୍ରତିଫଳ ଦେବା।
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଆପଣା ଲୋକମାନଙ୍କର ପାଳନକାରୀ ପାଳକମାନଙ୍କ ବିରୁଦ୍ଧରେ ଏହି କଥା କହନ୍ତି; “ତୁମ୍ଭେମାନେ ଆମ୍ଭର ପଲକୁ ଛିନ୍ନଭିନ୍ନ କରି ଦୂରକୁ ତଡ଼ି ଦେଇଅଛ ଓ ସେମାନଙ୍କର ତତ୍ତ୍ୱାନୁସନ୍ଧାନ କରି ନାହଁ,” ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କ ଦୁଷ୍କର୍ମର ପ୍ରତିଫଳ ଦେବା।