Jeremiah 23:20 — Compare Translations
5 translations compared side by side
Odia - 1840
"ଯେପର୍ୟ୍ଯନ୍ତ ସଦାପ୍ରଭୁ ଆପଣା ମନର ଅଭିପ୍ରାଯ ସଫଳ ଓ ସିଦ୍ଧ ନ କରିଛନ୍ତି, ସେ ପର୍ୟ୍ଯନ୍ତ ତାଙ୍କର କୋରଧ ଫରେିବ ନାହିଁ। ତୁମ୍ଭମାନେେ ଶଷେକାଳ ରେ ସୂର୍ଣ୍ଣରୂପେ ହୃଦଯଙ୍ଗମ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପର୍ଯ୍ୟନ୍ତ ସଦାପ୍ରଭୁ ଆପଣା ମନର ଅଭିପ୍ରାୟ ସଫଳ ଓ ସିଦ୍ଧ ନ କରନ୍ତି, ସେପର୍ଯ୍ୟନ୍ତ ତାହାଙ୍କ କ୍ରୋଧ ଫେରିବ ନାହିଁ ତୁମ୍ଭେମାନେ ଶେଷ କାଳରେ ତାହା ସମ୍ପୂର୍ଣ୍ଣ ରୂପେ ବୁଝିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେପର୍ଯ୍ୟନ୍ତ ସଦାପ୍ରଭୁ ଆପଣା ମନର ଅଭିପ୍ରାୟ ସଫଳ ଓ ସିଦ୍ଧ ନ କରିଛନ୍ତି, ସେ ପର୍ଯ୍ୟନ୍ତ ତାଙ୍କର କ୍ରୋଧ ଫେରିବ ନାହିଁ। ତୁମ୍ଭେମାନେ ଶେଷକାଳରେ ସମ୍ପୂର୍ଣ୍ଣ ରୂପେ ହୃଦୟଙ୍ଗମ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପର୍ଯ୍ୟନ୍ତ ସଦାପ୍ରଭୁ ଆପଣା ମନର ଅଭିପ୍ରାୟ ସଫଳ ଓ ସିଦ୍ଧ ନ କରନ୍ତି, ସେପର୍ଯ୍ୟନ୍ତ ତାହାଙ୍କ କ୍ରୋଧ ଫେରିବ ନାହିଁ; ତୁମ୍ଭେମାନେ ଶେଷ କାଳରେ ତାହା ସମ୍ପୂର୍ଣ୍ଣ ରୂପେ ବୁଝିବ।
Odia IRV 2017 (ଓଡିଆ ବାଇବେଲ)
ଯେପର୍ଯ୍ୟନ୍ତ ସଦାପ୍ରଭୁ ଆପଣା ମନର ଅଭିପ୍ରାୟ ସଫଳ ଓ ସିଦ୍ଧ ନ କରନ୍ତି, ସେପର୍ଯ୍ୟନ୍ତ ତାହାଙ୍କ କ୍ରୋଧ ଫେରିବ ନାହିଁ; ତୁମ୍ଭେମାନେ ଶେଷ କାଳରେ ତାହା ସମ୍ପୂର୍ଣ୍ଣ ରୂପେ ବୁଝିବ।