Jeremiah 23:21 — Compare Translations
5 translations compared side by side
Odia - 1840
"ଆମ୍ଭେ ସହେି ଭବିଷ୍ଯଦବକ୍ତାମାନଙ୍କୁ ପଠାଇ ନ ଥିଲୁ। ତଥାପି ସମାନେେ ଆପେ ଆପେ ଧାଇଁଲେ। ଆମ୍ଭେ ସମାନଙ୍କେୁ କିଛି ବାକ୍ଯ ପ୍ରଦାନ କରି ନ ଥିଲୁ। ମାତ୍ର ସମାନେେ ଆମ୍ଭ ନାମ ରେ ଭବିଷ୍ଯଦବାକ୍ଯ ପ୍ରଚାର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଏହି ଭବିଷ୍ୟଦ୍ବକ୍ତାମାନଙ୍କୁ ପଠାଇଲୁ ନାହିଁ, ତଥାପି ସେମାନେ ଦୌଡ଼ିଲେ; ଆମ୍ଭେ ସେମାନଙ୍କୁ କଥା କହିଲୁ ନାହିଁ, ତଥାପି ସେମାନେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ସେହି ଭବିଷ୍ୟଦ୍ବକ୍ତାମାନଙ୍କୁ ପଠାଇ ନ ଥିଲୁ। ତଥାପି ସେମାନେ ଆପେ ଆପେ ଧାଇଁଲେ। ଆମ୍ଭେ ସେମାନଙ୍କୁ କିଛି ବାକ୍ୟ ପ୍ରଦାନ କରି ନ ଥିଲୁ। ମାତ୍ର ସେମାନେ ଆମ୍ଭ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଆମ୍ଭେ ଏହି ଭବିଷ୍ୟଦ୍ବକ୍ତାମାନଙ୍କୁ ପଠାଇଲୁ ନାହିଁ, ତଥାପି ସେମାନେ ଦୌଡ଼ିଲେ; ଆମ୍ଭେ ସେମାନଙ୍କୁ କଥା କହିଲୁ ନାହିଁ, ତଥାପି ସେମାନେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଏହି ଭବିଷ୍ୟଦ୍ବକ୍ତାମାନଙ୍କୁ ପଠାଇଲୁ ନାହିଁ, ତଥାପି ସେମାନେ ଦୌଡ଼ିଲେ; ଆମ୍ଭେ ସେମାନଙ୍କୁ କଥା କହିଲୁ ନାହିଁ, ତଥାପି ସେମାନେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।