Jeremiah 23:22 — Compare Translations

5 translations compared side by side

Odia - 1840
"ସମାନେେ ଯଦି ଆମ୍ଭ ସ୍ବର୍ଗୀଯ ସଭା ରେ ଠିଆ ହଇେଥାନ୍ତେ, ତବେେ ସମାନେେ ଆମ୍ଭର ଲୋକମାନଙ୍କୁ ଆମ୍ଭର ବାକ୍ଯ ଶୁଣାଇ ଥାଆନ୍ତେ। ଆଉ ସମାନେେ ସମାନଙ୍କେୁ କୁପଥରୁ ଓ କୁକର୍ମରୁ ନିବୃତ୍ତ କରାଇଥାଆନ୍ତେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେବେ ସେମାନେ ଆମ୍ଭ ସଭାରେ ଠିଆ ହୋଇଥାʼନ୍ତେ, ତେବେ ଆମ୍ଭ ଲୋକମାନଙ୍କୁ ଆମ୍ଭର ବାକ୍ୟ ଶୁଣାଇଥାʼନ୍ତେ ଓ ସେମାନଙ୍କ କୁପଥରୁ, ସେମାନଙ୍କ କୁକ୍ରିୟାରୁ ସେମାନଙ୍କୁ ଫେରାଇଥାʼନ୍ତେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଯଦି ଆମ୍ଭ ସ୍ୱର୍ଗୀୟ ସଭାରେ ଠିଆ ହେଇଆନ୍ତେ, ତେବେ ସେମାନେ ଆମ୍ଭର ଲୋକମାନଙ୍କୁ ଆମ୍ଭର ବାକ୍ୟ ଶୁଣାଇ ଥା’ନ୍ତେ। ଆଉ ସେମାନେ ସେମାନଙ୍କୁ କୁପଥରୁ ଓ କୁକର୍ମରୁ ନିବୃତ୍ତ କରାଇଥାଆନ୍ତେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେବେ ସେମାନେ ଆମ୍ଭ ସଭାରେ ଠିଆ ହୋଇଥାʼନ୍ତେ, ତେବେ ଆମ୍ଭ ଲୋକମାନଙ୍କୁ ଆମ୍ଭର ବାକ୍ୟ ଶୁଣାଇଥାʼନ୍ତେ ଓ ସେମାନଙ୍କ କୁପଥରୁ, ସେମାନଙ୍କ କୁକ୍ରିୟାରୁ ସେମାନଙ୍କୁ ଫେରାଇଥାʼନ୍ତେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯେବେ ସେମାନେ ଆମ୍ଭ ସଭାରେ ଠିଆ ହୋଇଥା’ନ୍ତେ, ତେବେ ଆମ୍ଭ ଲୋକମାନଙ୍କୁ ଆମ୍ଭର ବାକ୍ୟ ଶୁଣାଇଥା’ନ୍ତେ ଓ ସେମାନଙ୍କ କୁପଥରୁ, ସେମାନଙ୍କ କୁକ୍ରିୟାରୁ ସେମାନଙ୍କୁ ଫେରାଇଥା’ନ୍ତେ।