Jeremiah 23:24 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କହନ୍ତି, କୌଣସି ବ୍ଯକ୍ତି ଆମ୍ଭଠାରୁ ନିଜକୁ ଗୋପନୀଯ କରି ରହିପାରିବ ନାହିଁ। କାରଣ ଆମ୍ଭେ ସ୍ବର୍ଗ ଓ ମର୍ତ୍ତ୍ଯ ସବୁଠା ରେ ବ୍ଯାପି ରହିଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ଆମ୍ଭେ ଯେଉଁ ସ୍ଥାନରେ ଦେଖି ନ ପାରିବୁ, ଏପରି ଗୁପ୍ତ ସ୍ଥାନରେ କି କେହି ଆପଣାକୁ ଲୁଚାଇ ପାରେ? ସଦାପ୍ରଭୁ କହନ୍ତି, ଆମ୍ଭେ କି ସ୍ଵର୍ଗ ଓ ମର୍ତ୍ତ୍ୟ ବ୍ୟାପି ନ ଥାଉ?
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହନ୍ତି, କୌଣସି ବ୍ୟକ୍ତି ଆମ୍ଭଠାରୁ ନିଜକୁ ଗୋପନୀୟ କରି ରହିପାରିବ ନାହିଁ। କାରଣ ଆମ୍ଭେ ସ୍ୱର୍ଗ ଓ ମର୍ତ୍ତ୍ୟ ସବୁଠାରେ ବ୍ୟାପି ରହିଅଛୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, ଆମ୍ଭେ ଯେଉଁ ସ୍ଥାନରେ ଦେଖି ନ ପାରିବୁ, ଏପରି ଗୁପ୍ତ ସ୍ଥାନରେ କି କେହି ଆପଣାକୁ ଲୁଚାଇ ପାରେ? ସଦାପ୍ରଭୁ କହନ୍ତି, ଆମ୍ଭେ କି ସ୍ୱର୍ଗ ଓ ମର୍ତ୍ତ୍ୟ ବ୍ୟାପି ନ ଥାଉ?
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, “ଆମ୍ଭେ ଯେଉଁ ସ୍ଥାନରେ ଦେଖି ନ ପାରିବୁ, ଏପରି ଗୁପ୍ତ ସ୍ଥାନରେ କି କେହି ଆପଣାକୁ ଲୁଚାଇ ପାରେ?” ସଦାପ୍ରଭୁ କହନ୍ତି, “ଆମ୍ଭେ କି ସ୍ୱର୍ଗ ଓ ମର୍ତ୍ତ୍ୟ ବ୍ୟାପି ନ ଥାଉ?