Jeremiah 23:25 — Compare Translations
5 translations compared side by side
Odia - 1840
"ପୁଣି ଏପରି କେତକେ ଭବିଷ୍ଯଦବକ୍ତା ଅଛନ୍ତି, ' ଯେଉଁମାନେ ଆମ୍ଭ ନାମ ରେ ମିଥ୍ଯା ଭବିଷ୍ଯଦବାକ୍ଯ ପ୍ରଚାର କରନ୍ତି ଓ ଆମ୍ଭେ ସ୍ବପ୍ନ ଦେଖିଅଛୁ, ଆମ୍ଭେ ସ୍ବପ୍ନ ଦେଖିଅଛୁ' କହନ୍ତି, ସମାନଙ୍କେ କଥା ଆମ୍ଭେ ଶୁଣିଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ସ୍ଵପ୍ନ ଦେଖିଅଛୁ, ଆମ୍ଭେ ସ୍ଵପ୍ନ ଦେଖିଅଛୁ ବୋଲି କହି ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର କଥା ଆମ୍ଭେ ଶୁଣିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି ଏପରି କେତେକ ଭବିଷ୍ୟଦ୍ବକ୍ତା ଅଛନ୍ତି, ଯେଉଁମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରନ୍ତି ଓ ‘ଆମ୍ଭେ ସ୍ୱପ୍ନ ଦେଖିଅଛୁ, ଆମ୍ଭେ ସ୍ୱପ୍ନ ଦେଖିଅଛୁ’ କହନ୍ତି, ସେମାନଙ୍କ କଥା ଆମ୍ଭେ ଶୁଣିଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
‘ଆମ୍ଭେ ସ୍ୱପ୍ନ ଦେଖିଅଛୁ, ଆମ୍ଭେ ସ୍ୱପ୍ନ ଦେଖିଅଛୁ ବୋଲି କହି’ ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର କଥା ଆମ୍ଭେ ଶୁଣିଅଛୁ।
Odia IRV 2017 (ଓଡିଆ ବାଇବେଲ)
‘ଆମ୍ଭେ ସ୍ୱପ୍ନ ଦେଖିଅଛୁ, ଆମ୍ଭେ ସ୍ୱପ୍ନ ଦେଖିଅଛୁ ବୋଲି କହି’ ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର କଥା ଆମ୍ଭେ ଶୁଣିଅଛୁ।