Jeremiah 23:26 — Compare Translations
5 translations compared side by side
Odia - 1840
"ଯେଉଁ ଭବିଷ୍ଯଦବକ୍ତାମାନଙ୍କ ହୃଦଯ ମିଥ୍ଯା ଭାବନା ରେ ପରିପୂର୍ଣ୍ଣ ଓ ଯେଉଁମାନେ ମିଥ୍ଯା ଭବିଷ୍ଯଦବାକ୍ଯ ପ୍ରଚାର କରନ୍ତି, ସମାନେେ କେତକୋଳ ଏହା ଚାଲୁ ରଖିବେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଭବିଷ୍ୟଦ୍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍-ବାକ୍ୟ ପ୍ରଚାର କରନ୍ତି, ଅର୍ଥାତ୍, ଯେଉଁମାନେ ନିଜ ଅନ୍ତଃକରଣର କାପଟ୍ୟର ଭବିଷ୍ୟଦ୍ବକ୍ତା ଅଟନ୍ତି, ସେମାନଙ୍କ ଅନ୍ତଃକରଣରେ ଏହା କେତେକାଳ ଥିବ?
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଭବିଷ୍ୟଦ୍ବକ୍ତାମାନଙ୍କ ହୃଦୟ ମିଥ୍ୟା ଭାବନାରେ ପରିପୂର୍ଣ୍ଣ ଓ ଯେଉଁମାନେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରନ୍ତି, ସେମାନେ କେତେକାଳ ଏହା ଗ୍ଭଲୁ ରଖିବେ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଭବିଷ୍ୟଦ୍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ଅର୍ଥାତ୍, ଯେଉଁମାନେ ନିଜ ଅନ୍ତଃକରଣର କପଟତାର ଭବିଷ୍ୟଦ୍ବକ୍ତା ଅଟନ୍ତି, ସେମାନଙ୍କ ଅନ୍ତଃକରଣରେ ଏହା କେତେ କାଳ ଥିବ?
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଭବିଷ୍ୟଦ୍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ଅର୍ଥାତ୍, ଯେଉଁମାନେ ନିଜ ଅନ୍ତଃକରଣର କପଟତାର ଭବିଷ୍ୟଦ୍ବକ୍ତା ଅଟନ୍ତି, ସେମାନଙ୍କ ଅନ୍ତଃକରଣରେ ଏହା କେତେ କାଳ ଥିବ?