Jeremiah 23:27 — Compare Translations
5 translations compared side by side
Odia - 1840
"ସହେି ଭବିଷ୍ଯଦବକ୍ତାଗଣ ଆପଣା ଆପଣା ପ୍ରତିବେଶୀଙ୍କୁ ମିଥ୍ଯା ସ୍ବପ୍ନ କଥା କହି ମାରେ ନାମକୁ ମାେ ଲୋକମାନଙ୍କଠାରୁ ବିସ୍ମୃତ କରାଇବାକୁ ଚାହାଁନ୍ତି। ଯେପରି ସମାନଙ୍କେର ପୂର୍ବପୁରୁଷଗଣ ବାଲ୍ଦବେ ସକାେଶ ମାରେ ନାମ ପାଶୋରି ପକାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କର ପିତୃପୁରୁଷମାନେ ଯେପରି ବାଲ୍ଦେବ ସକାଶେ ଆମ୍ଭ ନାମ ପାସୋରି ପକାଇଲେ, ସେପରି ସେମାନେ ଆପଣା ଆପଣା ପ୍ରତିବାସୀ ନିକଟରେ ନିଜ ସ୍ଵପ୍ନ କଥା କହି ଆମ୍ଭ ଲୋକମାନଙ୍କୁ ଆମ୍ଭର ନାମ ବିସ୍ମୃତ କରାଇବାକୁ ବିଚାର କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଭବିଷ୍ୟଦ୍ବକ୍ତାଗଣ ଆପଣା ଆପଣା ପ୍ରତିବାସୀଙ୍କୁ ମିଥ୍ୟା ସ୍ୱପ୍ନ କଥା କହି ମୋର ନାମକୁ ମୋ’ ଲୋକମାନଙ୍କଠାରୁ ବିସ୍ମୃତ କରାଇବାକୁ ଗ୍ଭହାନ୍ତି। ଯେପରି ସେମାନଙ୍କର ପୂର୍ବପୁରୁଷଗଣ ବାଲ୍ଦେବ ସକାଶେ ମୋର ନାମ ପାଶୋରି ପକାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କର ପିତୃପୁରୁଷମାନେ ଯେପରି ବାଲ୍ଦେବ ସକାଶେ ଆମ୍ଭ ନାମ ପାସୋରି ପକାଇଲେ, ସେପରି ସେମାନେ ଆପଣା ଆପଣା ପ୍ରତିବାସୀ ନିକଟରେ ନିଜ ସ୍ୱପ୍ନ କଥା କହି ଆମ୍ଭ ଲୋକମାନଙ୍କୁ ଆମ୍ଭର ନାମ ବିସ୍ମୃତ କରାଇବାକୁ ବିଚାର କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କର ପିତୃପୁରୁଷମାନେ ଯେପରି ବାଲ୍ଦେବ ସକାଶେ ଆମ୍ଭ ନାମ ପାସୋରି ପକାଇଲେ, ସେପରି ସେମାନେ ଆପଣା ଆପଣା ପ୍ରତିବାସୀ ନିକଟରେ ନିଜ ସ୍ୱପ୍ନ କଥା କହି ଆମ୍ଭ ଲୋକମାନଙ୍କୁ ଆମ୍ଭର ନାମ ବିସ୍ମୃତ କରାଇବାକୁ ବିଚାର କରନ୍ତି।”