Jeremiah 23:28 — Compare Translations
5 translations compared side by side
Odia - 1840
"ଶସ୍ଯ ସହିତ ପାଳ ସମାନ ନୁହେଁ। ଦହେିପରି ଯେଉଁ ଭବିଷ୍ଯଦବକ୍ତାଗଣ ଆମ୍ଭର ସ୍ବପ୍ନ ଦେଖିଛନ୍ତି, ସମାନେେ ସେ ସ୍ବପ୍ନକଥା ପ୍ରକାଶ କରନ୍ତୁ। ଯଦି ସମାନେେ ଆମ୍ଭର ବାକ୍ଯ ପାଇଛନ୍ତି ତବେେ ସମାନେେ ବିଶ୍ବସ୍ତ ଭାବରେ ତାହା କୁହନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଭବିଷ୍ୟଦ୍ବକ୍ତା ସ୍ଵପ୍ନ ଦେଖିଅଛି, ସେ ସ୍ଵପ୍ନ କଥା ପ୍ରକାଶ କରୁ, ପୁଣି ଯେ ଆମ୍ଭର ବାକ୍ୟ ପାଇଅଛି, ସେ ବିଶ୍ଵସ୍ତ ରୂପେ ଆମ୍ଭର ବାକ୍ୟ କହୁ । ସଦାପ୍ରଭୁ କହନ୍ତି, ଶସ୍ୟ ନିକଟରେ ପାଳ କଅଣ?
Odia Bible ERV 2004 (ପବିତ୍ର ବାଇବଲ)
ଶସ୍ୟ ସହିତ ପାଳ ସମାନ ନୁହେଁ। ଦେହିପରି ଯେଉଁ ଭବିଷ୍ୟଦ୍ବକ୍ତାଗଣ ଆମ୍ଭର ସ୍ୱପ୍ନ ଦେଖିଛନ୍ତି, ସେମାନେ ସେ ସ୍ୱପ୍ନକଥା ପ୍ରକାଶ କରନ୍ତୁ। ଯଦି ସେମାନେ ଆମ୍ଭର ବାକ୍ୟ ପାଇଛନ୍ତି ତେବେ ସେମାନେ ବିଶ୍ୱସ୍ତ ଭାବରେ ତାହା କୁହନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଭବିଷ୍ୟଦ୍ବକ୍ତା ସ୍ୱପ୍ନ ଦେଖିଅଛି, ସେ ସ୍ୱପ୍ନ କଥା ପ୍ରକାଶ କରୁ, ପୁଣି ଯେ ଆମ୍ଭର ବାକ୍ୟ ପାଇଅଛି, ସେ ବିଶ୍ୱସ୍ତ ରୂପେ ଆମ୍ଭର ବାକ୍ୟ କହୁ। ସଦାପ୍ରଭୁ କହନ୍ତି, ଶସ୍ୟ ନିକଟରେ ପାଳ କଅଣ?
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଭବିଷ୍ୟଦ୍ବକ୍ତା ସ୍ୱପ୍ନ ଦେଖିଅଛି, ସେ ସ୍ୱପ୍ନ କଥା ପ୍ରକାଶ କରୁ, ପୁଣି ଯେ ଆମ୍ଭର ବାକ୍ୟ ପାଇଅଛି, ସେ ବିଶ୍ୱସ୍ତ ରୂପେ ଆମ୍ଭର ବାକ୍ୟ କହୁ। ସଦାପ୍ରଭୁ କହନ୍ତି, “ଶସ୍ୟ ନିକଟରେ ପାଳ କଅଣ?”